32 ଟଙ୍କାରୁ ଅଧିକ ଟଙ୍କାରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ
by Argus News
Fri, Jul 26 | 3:58 p.m.

ଭୁବନେଶ୍ୱର: ଆଳୁର ବର୍ଦ୍ଧିତ ଦର ଓ ଅଭାବକୁ ନେଇ ଆକ୍ସନ ମୋଡ଼ରେ ରାଜ୍ୟ ସରକାର । ଜରୁରୀ କାଳୀନ ବୈଠକ ଡାକିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ । ପ୍ରତିକ୍ରିୟା ରଖି ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ସରକାରର ନିଷ୍ପତ୍ତି ଦୁର୍ଭାଗ୍ୟପୂର୍ଣ୍ଣ । ଏ ନେଇ ଆମେ ତାଙ୍କ ସହ ଆଲୋଚନା କରିବୁ । ଯଦି ତୁରନ୍ତ ଆଳୁ ସମସ୍ୟା ସମାଧାନ ନହେଉଛି ଆମେ ଉତ୍ତରପ୍ରଦେଶ ସରକାରଙ୍କ ସହ ଆଜି ଆଲୋଚନା କରିବୁ । 

ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ ତେବେ ଉତ୍ତରପ୍ରଦେଶରୁ ଖୁବଶୀଘ୍ର ଆଣିବୁ । ଆମେ ଅନୁଧ୍ୟାନ କରିଛୁ ମାର୍କେଟରେ ଆଳୁ ରେଟ୍ କମ୍ ଅଛି । ଆଜି ଗୋଦାମ ଉପରେ ଅଚାନକ୍ ଚଢ଼ାଉବେଳେ ରେଟ୍ 27 ଟଙ୍କା ରହିଥିବା ଜଣାପଡିଛି । ସେହି ଅନୁଯାୟୀ ରିଟେଲ 32 ଟଙ୍କା ରହିବ କଥା । 32 ଟଙ୍କାରୁ ଅଧିକ ଟଙ୍କାରେ ଆଳୁ କେଜି ନ ବିକ୍ରି ପାଇଁ ଅପିଲ୍ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ । ନଚେତ୍ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅସାଧୁ ବ୍ୟବସାୟୀଙ୍କୁ ଚେତାବନୀ ଦେଇଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା