ଶିବସେନାରେ ମିଶିଲେ ଅଭିନେତା ଗୋବିନ୍ଦା
by Argus News
Thu, Mar 28 | 5:32 p.m.

ଅର୍ଗସ ବ୍ୟୁରୋ: ଶିବସେନା ଦଳ ସହ ମିଶିଲେ ଅଭିନେତା ଗୋବିନ୍ଦା। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଭେଟି ଦଳରେ ଔପଚାରିକ ଭାବେ ମିଶିଲେ। ଏବେ ଚର୍ଚ୍ଚା ଜୋର ଧରିଛି ଆଗାମୀ ଲୋକସଭା ନିର୍ବାଚନ ଲଢ଼ିବେ। ଗୋବିନ୍ଦାଙ୍କୁ ନିର୍ବାଚନ ଲଢ଼ିବାକୁ ସିନ୍ଦେ ଟିକେଟ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। 

ସୂଚନା ଥାଉ କି, ଗୋବିନ୍ଦାଙ୍କ ପାଇଁ ଏହି ନିର୍ବାଚନ ପ୍ରଥମ ନୁହେଁ। ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ କଂଗ୍ରେସ ଦଳରୁ ସାଂସଦ ଥିଲେ। ଗୋବିନ୍ଦା ସେତେବେଳେ ଉତ୍ତର ମୁମ୍ବାଇରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ବାସୁଦେବପୁର
now
ସକାଳ 8ଟା ସୁଦ୍ଧା ସବୁ ସରକାରୀ ଅଫିସରେ ଝୁଲୁଛି ତାଲା
ଭଦ୍ରକ: ସରକାରୀ ନିୟମକୁ ମାନୁ ନାହାନ୍ତି ସରକାରୀ ବାବୁ । ସକାଳ 8ଟା ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକରେ ଝୁଲୁଛି ତାଲା । ବାସୁଦେବପୁର ବ୍ଲକ ଗ୍ରାମପଞ୍ଚାୟତ ବିଭାଗ
INTELLIGENT CHILD
18m ago
ଛୁଆଙ୍କୁ ବୁଦ୍ଧିମାନ କରିବାକୁ ଆପଣାନ୍ତୁ ଏହି ସବୁ ଟିପ୍ସ୍
ଅର୍ଗସ ବ୍ୟୁରୋ: ପ୍ରତ୍ୟେକଟି ବାପା ମା ଚାହାଁନ୍ତି ତାଙ୍କ ପିଲାମାନେ ବୁଦ୍ଧିମାନ ହୁଅନ୍ତୁ । ଭଲ ପାଠ ପଢି ସମାଜରେ ନାଁ କରନ୍ତୁ । କୁହାଯାଏ ମାଟିକୁ ଆମେ ଯେମିତି ଆକୃତି ଦେବା ସେ ସେମିତ
DHARMENDRA PRADHAN
32m ago
ବିଜେଡିକୁ ଟାର୍ଗେଟ୍ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ: ବିଜେଡିକୁ ସିଧା ଟାର୍ଗେଟ୍ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେଡିର ପ୍ରଧାନମନ୍ତ୍ରୀ ଚେହେରା କିଏ ବୋଲି ପ୍ରଶ୍ନ କଲେ ଧର୍ମେନ୍ଦ୍ର