ବିଜେପି ସରକାରଙ୍କୁ ଅଭିନେତ୍ରୀ ରଶ୍ମୀକା ମନ୍ଦାନାଙ୍କ ପ୍ରଂଶସା
by Argus News
Wed, May 15 | 9:56 p.m.

ଅର୍ଗସ ବ୍ୟୁରୋ: ନିର୍ବାଚନ ଭିତରେ ଯେଉଁଠି ରାଜନୀତି ଦଳଗୁଡିକ ଭିତରେ ଆକ୍ରୋଶ ଚାଲିଥିବାବେଳେ  ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଂଶସାରେ ପୋତି ପକାଉଛନ୍ତି କଳାକାରମାନେ। ଅଭିନେତ୍ରୀ ରଶ୍ମୀକା ମନ୍ଦାନା ମୋଦିଙ୍କ ପ୍ରଂଶସା କରିବା ସହ ବିଜେପି ସରକାରଙ୍କ ୧୦ବର୍ଷର ଶାସନ ଦେଶକୁ ବିକାଶପଥରେ ଆଗେଇ ନେଇଥିବା କହିଛନ୍ତି । ନିକଟରେ ଅଟଳ ସେତୁରେ ଯାତ୍ରା କରିଥିଲେ ରଶ୍ମୀକା । ୧୦ବର୍ଷ ପୂର୍ବ ଓ ପରର ଯାତ୍ରାର ତାଙ୍କ ପାଇଁ ସମ୍ପୂର୍ଣ୍ଣ ନୂଆ ତଥା ବେଶ ଆରାମଦାୟକ ଥିଲା ବୋଲି କହିଥିଲେ । 

ଦେଶର ବିକାଶରେ ବିଜେପିର କାମକୁ ସେ ପ୍ରଂଶସା କରିଥିଲେ । ସେପଟେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରି କଣ୍ଠଶିଳ୍ପୀ ମିକା ସିଂ ମୋଦୀଙ୍କ ଭୁରି ଭୁରି ପ୍ରଂଶସା କରିଛନ୍ତି । 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ମୁମ୍ବାଇରୁ ଲଣ୍ଡନ
5m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
7m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
10m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍