ତିନି ରଥରେ ବନ୍ଧାଯାଉଛି ଚାରମାଳ
by Argus News
Tue, Jul 09 | 5:47 p.m.

ପୁରୀ:  ରଥରୁ ଓହ୍ଲାଇ ଗୁଣ୍ଡିଚା ମନ୍ଦିର ଯିବେ ତିନି ଠାକୁର । ଆଉ କିଛି ସମୟ ପରେ ଶ୍ରୀଜୀଉଙ୍କ ଆଡପ ମଣ୍ଡପ ବିଜେ । ତିନି ରଥରେ ବନ୍ଧାଯାଉଛି ଚାରମାଳ । ଶରଧାବାଲିରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ରଥା ରୂଢ ଚତୁର୍ଥାମୂର୍ତ୍ତି । ତିନି ଠାକୁରଙ୍କୁ ଦେଖି ବିଭୋର ଭକ୍ତ । ଆଜି ଦିନି ତମାମ ଠାକୁରଙ୍କ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଆଡପଣ୍ଡପ (ଜନ୍ମବେଦି)କୁ ବିଜେ କରିବେ । 
 

ଶରଧା ବାଲିରେ ତିନି ରଥ, ଆଜି ଦିନ ସାରା ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେ ଭକ୍ତ

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା