ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି 
by Argus News
Sun, Oct 20 | 4:15 p.m.

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି । ସଜାଗ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି, ସଫଳତାର ସହ ମୁକାବିଲ କରିବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର ।

ସମସ୍ତ ବିଭାଗର ଅଧିକାରୀଙ୍କ ସହ ନିଜେ ମନ୍ତ୍ରୀ ବାତ୍ୟାର ଗତି ନେଇ ଆଲୋଚନା କରିଛନ୍ତି  । ଓଡିଆରଏଫ୍, ଏନ୍ଡିଆରଏଫ୍ ସହ ଜରୁରୀକାଳୀନ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ଆଶ୍ରୟ ସ୍ଥଳୀ ପ୍ରସ୍ତୁତ ରଖିବା ସହ ସମସ୍ତ ଜିଲ୍ଲାପାଳ ପ୍ରସ୍ତୁତ ରହିବାକୁ କୁହାଯାଇଛି ।  ବାତ୍ୟାକୁ ନେଇ ରାଜ୍ୟବାସୀ ଭୟଭୀତ ନହେବାକୁ ଅପିଲ କରିଛନ୍ତି ମନ୍ତ୍ରୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଶତକ ମାରି ଚମକାଇଲେ
ଶତକ ମାରି ଚମକାଇଲେ ଅଲରାଉଣ୍ଡର: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନ
ଜମ୍ମୁ ଓ କଶ୍ମୀରରେ
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ପ୍ରବାସୀ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍
ରାଜସ୍ୱ ବିଭାଗ
ରାଜସ୍ୱ ବିଭାଗ ଅଧିକାରୀ ଅବହେଳା କଲେ ହେବ କଡ଼ା ଆକ୍ସନ
ଅର୍ଗସ ବ୍ୟୁରୋ: ଆଉ ଚଳିବନି ଅଫିସରଙ୍କ ମନମାନି। ନିର୍ଦ୍ଦିଷ୍ଟ ସମୟ ଭିତରେ ଲୋକଙ୍କୁ ସେବା ଯୋଗାଇବାକୁ ବାଧ୍ୟ ସରକାରୀ ଅଧିକାରୀ। ଏ ଦିଗରେ ବଡ଼ ପଦକ୍ଷେପ ନେଇଛି ରାଜସ୍ବ ବିଭାଗ। ବିଭା