ଓମ୍‌ ବିର୍ଲା ପୁଣି ଥରେ ବାଚସ୍ପତି ! 
by Argus News
Tue, Jun 25 | 12:09 p.m.

ନୂଆଦିଲ୍ଲୀ:  କିଏ ହେବ ବାଚସ୍ପତି? ତାକୁ ନେଇ ଚାଲିଛି ଅଙ୍କକଷା। ଏହାରି ଭିତରେ ଓମ୍‌ ବିର୍ଲା ପୁଣି ଥରେ ବାଚସ୍ପତି ହୋପାରନ୍ତି। ଲୋକସଭା ବାଚସ୍ପତି ପଦକୁ ନେଇ ଚାଲିଥିବା ସସପେନସ ଏଭଳି କିଛି ଚର୍ଚ୍ଚା ଜୋର୍‌ ଧରିଛି।

ଏନଡିଏ ପକ୍ଷରୁ ଓମ୍ ବିର୍ଲାଙ୍କ ନାଁ ଏକରକମ ଚୂଡ଼ାନ୍ତ ହୋଇସାରିଛି। ଏପରିକି ସର୍ବସମ୍ମତିକ୍ରମେ ଓମ୍ ବିର୍ଲାଙ୍କୁ ବାଚସ୍ପତି ବନାଇବା ନେଇ ବିରୋଧୀ ଦଳଙ୍କ ସହ ଆଲୋଚନା କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। 
ଅଧିକ ପଢନ୍ତୁ ଭାରତ ଖବର 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ