ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
by Argus News
Mon, Oct 21 | 9:57 p.m.

ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ କ୍ରମାଗତ ୬ଟି ବିଜୟ ପରେ ନ୍ୟୁଜିଲାଣ୍ଡଠାରୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା।

 

ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ, କରଓ୍ବାଚୌଥ୍‌  ୨୦୨୪ ଅବସରରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ମୁମ୍ବାଇର କୃଷ୍ଣ ଦାସ କୀର୍ତ୍ତନରେ ଅଂଶଗ୍ରହଣ କରିଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

କରଓ୍ବାଚୌଥ୍‌ ଅବସରରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ମୁମ୍ବାଇରେ ଏକାଠି ଦେଖିବାକୁ ମିଳିଥିଲା, କିନ୍ତୁ ଏଥର କରଓ୍ବାଚୌଥ ଉପବାସ ପାଳନ କରିବା ପରିବର୍ତ୍ତେ ସେମାନେ ଏକ ବିଶେଷ ପୂଜାରେ ଭାଗ ନେଇଥିଲେ। ସୂଚନାନୁସାରେ, ବିରାଟ ଏବଂ ଅନୁଷ୍କା ଏଥିରେ ପ୍ରସିଦ୍ଧ କୃଷ୍ଣ ଦାସ କୀର୍ତ୍ତନ ଥିଲେ। ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳିବ, ଅନୁଷ୍କା ଏକ ସୁନ୍ଦର ଧଳା ପୋଷାକରେ ନଜର ଆସିଥିବାବେଳେ ବିରାଟ କାଜୁଆଲ ପୋଷାକ ପିନ୍ଧିଥିଲେ।

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ