ପୁଣି ମଝି ଚିଲିକାରେ ପୁଣି ଫସିଲା ଡଙ୍ଗା, ଡଙ୍ଗାରେ ଅଛନ୍ତି ୫୦ରୁ ଊର୍ଦ୍ଧ୍ବ ଯାତ୍ରୀ
by Argus News
Sat, Sep 14 | 9:03 a.m.

ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଡଙ୍ଗା । କୃଷ୍ଣପ୍ରସାଦ ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା । ଡଙ୍ଗାରେ ଅଛନ୍ତି ୫୦ରୁ ଊର୍ଦ୍ଧ୍ବ ଯାତ୍ରୀ, ୧୫ଟି ବାଇକ୍‌ । ସାତପଡ଼ାରୁ ଜହ୍ନିକୁଦା ଯିବା ବେଳେ ମଏଁସା ନିକଟରେ ଡଙ୍ଗା ଅଟକିଥିବା ଜଣାପଡିଛି । ଡଙ୍ଗାରେ ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଅଟକିଛି । ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ତେବେ ଏହା ପ୍ରଥମ ଥର ନୁହେଁ, ବାରମ୍ବାର ଏହି ଘଟଣା ଦେଖିବାକୁ ମିଳୁଛି । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । 

ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ