ପୁଣି ବାଘ ଆତଙ୍କ, କ୍ୟାମେରାରେ କଏଦ୍ ହେଲା ଫଟୋ
by Argus News
Tue, Nov 28 | 4:06 p.m.

ଅର୍ଗସ ବ୍ୟୁରୋ : ରାୟଗଡା ଜିଲ୍ଲା ଗୁଣୁପୁର ଗଜପତି ସୀମାନ୍ତରେ ବାଘ ଆତଙ୍କ । କିଛ ଦିନ ଧରି ମହାବଳ ବାଘକୁ ନେଇ ଏହି ଅଞ୍ଚଳରେ ଆତଙ୍କ ଲାଗି ରହିଛି । ଗଜପତି ଜିଲ୍ଲାରେ କିଛି ଦିନ ଧରି ଆର, ଉଦୟଗିରି ଅଞ୍ଚଳରେ ଏହି ବାଘର ଆତଙ୍କ ଦେଖାଦେଇଛି । ଗଜପତି ବନ ବିଭାଗ ଏହି ବାଘକୁ ନେଇ ଜଙ୍ଗଲର ବିଭିନ୍ନ ସ୍ଥାନରେ ଟ୍ରାପ୍ କ୍ୟାମରା ଲଗାଇଥିବା ବେଳେ କ୍ୟାମେରାରେ ଫଟୋ କଏଦ୍ ହୋଇଥିବା ସୁଚନା ମିଳିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୋମବାର ସଂନ୍ଧ୍ୟାରେ ଏହି ମହାବଳ ବାଘ ଗଜପତିର ଆର୍ ଉଦୟଗିରି ସୀମା ଡେଇଁ ରାୟଗଡା ଜିଲ୍ଲାର ସୀମାନ୍ତ ମଧ୍ୟରେ ପ୍ରବେଶ କରିଥିବା ଗଜପତି ବନ ବିଭାଗ ଅନୁମାନ କରିଛି । ଗୁଣୁପୁର ରେଞ୍ଜ  ବନ ବିଭାଗ ସୁଚନା ପାଇବା ପରେ ରାୟଗଡା ଓ ଗଜପତି ସୀମାରେ ଥିବା ପଦ୍ମପୁରର ଡଲମା, ତବଲାଗୁଡା,ତର୍ପାଗୁଡା, ଲିକିଟିପଦର ପାହାଡିଆ ଅଞ୍ଚଳରେ ଥିବା ଗ୍ରାମ ଗୁଡିକୁ ସଜାଗ କରାଇଛି ବନବିଭାଗ ।

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି