ପ୍ରଥମ ଦିନ ଭଳି ପରୀକ୍ଷାର ଦ୍ବିତୀୟ ଦିନରେ ମଧ୍ୟ ଅବ୍ୟବସ୍ଥା ଠାବ କଲା  AI 
by Argus News
Sat, Feb 24 | 11:02 a.m.

କଟକ:  ପ୍ରଥମ ଦିନ ଭଳି ମାଟ୍ରିକ ପରୀକ୍ଷାର ଦ୍ବିତୀୟ ଦିନରେ ମଧ୍ୟ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଅବ୍ୟବସ୍ଥା ଠାବ କରିଛି AI । ରାଜ୍ୟର ମୋଟ ୭ଟି ପରୀକ୍ଷା କେନ୍ଦ୍ରରେ ଏହି ମନୁଷ୍ୟକୃତ ତୃଟି ସାମନାକୁ ଆସିଛି । ଦ୍ବିତୀୟ ଦିନ ଦ୍ବିତୀୟ ଭାଷା ଇଂରାଜି  ପରୀକ୍ଷାରେ କପି କରୁଥିବା ଅବସ୍ଥାରେ ୧୦ ଜଣ ପରୀକ୍ଷାର୍ଥୀଙ୍କୁ AI ଚିହ୍ନଟ କରିବା ପରେ ସେମାନଙ୍କୁ ନିଲମ୍ବିତ କରାଯାଇଥିଲା । ଏହି ସମସ୍ତ ୭ଟି ଯାକ କ୍ଷେତ୍ରରେ ପରୀକ୍ଷା ପରିଚାଳନାରେ ଗୁରୁତର ତୃଟି ସାମନାକୁ ଆସିଥିଲା ।

ବଡ଼ କଥା ହେଉଛି କି AI ଦ୍ବାରା ସଂଗୃହିତ ହୋଇଥିବା ଲାଇଭ ଭିଡିଓରୁ ଏହି  ସମସ୍ତ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ପରିଚାଳନା ଦାୟୀତ୍ବରେ ଥିବା ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଦାୟୀତ୍ବ ହୀନତା ଧରା ପଡିଥିଲା । ଫଳସ୍ବରୂପ ସେମାନଙ୍କ ମଧ୍ୟରୁ କିଛି ଅଧିକାରୀଙ୍କୁ ତାଗିଦ କରି ଛାଡି ଦିଆଯାଇଥିବା ବେଳେ ଆଉ କିଛିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରିଛି ବୋର୍ଡ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
41m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି