କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ
by Argus News
Wed, Oct 23 | 9:29 p.m.

ଅର୍ଗସ ବ୍ୟୁରୋ:  ଆସନ୍ତାକାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9ଟା ପର୍ଯ୍ୟନ୍ତ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ବାତ୍ୟା 'ଦାନା' । ପାରାଦୀପ ଠାରୁ ୪୨୦ କିମି, ଧାମରାରୁ ୪୫୦ କିମି ଦୂରରେ ରହିଛି । ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆହୁରି ଘନୀଭୂତ ହେବ । କାଲି ସକାଳ ସୁଦ୍ଧା ଦ୍ଭୀଷଣ ବାତ୍ୟାର ରୂପ ନେବ 'ଦାନା' । 


ଭିତରକନିକା-ଧାମରା ମଧ୍ୟରେ ଅତିକ୍ରମ କରିପାରେ ବାତ୍ୟା ଦାନା । କାଲି ରାତିରୁ ୨୫ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାରେ ପବନର ବେଗ ୧୨୦ କିମି ରହିବ । 
 

CM REVIEW
ତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷ
CYCLONE UPDATE
କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9ଟା ପର୍ଯ୍ୟନ୍ତ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି
ଧାମରା ପୋର୍ଟରେ
ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଅର୍ଗସ ବ୍ୟୁରୋ: ଧାମରା ଆଦାନୀ ପୋର୍ଟରେ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପୋର୍ଟ କର୍ତ୍ତୃପକ୍ଷଙ୍କ ସହ ଉପସ୍ଥିତ ଅଛନ୍ତି ଜିଲ୍ଲାର ବିଭିନ୍