ଅଜିତ ଡୋଭାଲ ପୁଣି ଜାତୀୟ ସୁରକ୍ଷା ପରାମର୍ଶଦାତା, ପିକେ ମିଶ୍ର ପୁଣି ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
by Argus News
Thu, Jun 13 | 6:06 p.m.

ଅର୍ଗସ ବ୍ୟୁରୋ: ପୁଣି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଲେ ଅଜିତ୍ ଡୋଭାଲ୍ । ଏଥିସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟକ୍ତିଗତ ସଚିବ ଭାବେ ପୁଣି କାର୍ଯ୍ୟ ଜାରି ରଖିବେ ଓଡିଆ ପୁଅ ପିକେ ମିଶ୍ର । ଏନେଇ ଆଜି ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ତେବେ କ୍ୟାବିନେଟର ନିଯୁକ୍ତ କମିଟି ଏହି ଦୁଇ ଜଣ ଅଫିସରଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିଛନ୍ତି । 

ଏଥିସହ ଲଗାତାର ୩ୟ ଥର ପାଇଁ ଅଜିତ୍ ଡୋଭାଲ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଇଛନ୍ତି । ଅନ୍ୟପଟେ ଓଡିଆ ପୁଅ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଫିସର ପିକେ ମିଶ୍ରଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ଘନ କୁହୁଡ଼ି
11m ago
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
28m ago
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
37m ago
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ