ସାରା ରାଜ୍ୟରେ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି: ଆକାଶ
by Argus News
Sun, Apr 21 | 9:19 a.m.

ଅର୍ଗସ ବ୍ୟୁରୋ: ପ୍ରଚାର ମଇଦାନରେ କୋରେଇ ବିଜେପି ବିଧାୟକ ପ୍ରାର୍ଥୀ ଆକାଶ ଦାସ ନାୟକ । ଦଳୀୟ କର୍ମୀଙ୍କ ସହ ଆଲୋଚନା ସଭା କରିଥିଲେ । ସାରା ଦେଶରେ ମୋଦିଙ୍କ ହାୱା ବହୁଥିବାବେଳେ କେବଳ କୋରେଇ ନୁହେଁ ବରଂ ସାରା ରାଜ୍ୟରେ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି । ଏଥର ପରିବର୍ତ୍ତନ ନିଶ୍ଚିତ ହେବ ଦୃଢୋକ୍ତି କରିଛନ୍ତି ଆକାଶ । ନିର୍ବାଚନୀ ଯେତେ ପାଖେଇ ଆସୁଛି ତିନି ଦଳ ନିଜ ନିଜ ମୁଦାକୁ ନେଇ ଭୋଟରଙ୍କ ପାଖରେ ପହଞ୍ଚୁଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ