ନାବାଳିକାକୁ ଅପହରଣ ପରେ ମାରିଦେଲେ !
by Argus News
Sun, Mar 17 | 11:37 a.m.

 ନୟାଗଡ: ନାବାଳିକା ଝିଅକୁ ଅପହରଣ କରି ମାରି ଦେଇଥିବା ମାଆର ଅଭିଯୋଗ । ନ୍ୟାୟ ପାଇଁ ଥାନାର ଦ୍ବାରସ୍ଥ ହେଲେ ପରିବାର । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳ ବାଣିଗୋଛା ଥାନାରେ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଦାବି ହୋଇଛି ।

ବାଣିଗୋଛା ଥାନା ତାକୁଡା ଗାଁର ମମତା ନାଏକଙ୍କ ଝିଅ ଲକ୍ଷ୍ମୀ ପ୍ରତିମାଙ୍କୁ ମିଥ୍ୟା ପ୍ରଲୋଭନ ଦେଖାଇ ମନୋଜ ନାଏକ ଓ ଅନ୍ୟ ୬ ଜଣ ଯୁବକ ଫେବୃଆରୀ ୨୩ ତାରିଖରେ ଜୋର ଜବରଦସ୍ତ ଉଠାଇ ନେଇ ମାରିଦେଇଥିବା ଅଭିଯୋଗ ହୋଇଛି । ପୋଲିସ ୬ ଜଣ  ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରା ଉଚୁରା କରୁଛି ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ