ନର୍ସିଂ ଦିଦିଙ୍କୁ  ହାଉସ ସର୍ଜନ ଦୁର୍ବ୍ୟବହାର କରିଥିବା ଅଭିଯୋଗ
by Argus News
Tue, Jul 16 | 2:27 p.m.

ଅର୍ଗସ ବ୍ୟୁରୋ:  କଟକ ଏସସିବି ମେଡିକାଲରେ ହାଉସ ସର୍ଜନ ଓ ନର୍ସିଂ ଦିଦି ମୁହାଁମୁହିଁ। ନର୍ସିଂ ଦିଦିଙ୍କୁ  ହାଉସ ସର୍ଜନ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ହାଉସ ସର୍ଜନଙ୍କୁ ନର୍ସିଂ ଦିଦି ମାନେ ଦୁର୍ବବ୍ୟବହାର କରିଥିବା ପାଲଟା ଅଭିଯୋଗ ହୋଇଛି। ଯାହାକୁ ନେଇ ଏସସିବିରେ ଧାରଣାରେ 600 କର୍ମଚାରୀ । ସେପଟେ ଘଟଣାର ସମାଧାନ କରିବାରେ ବିଫଳ ହୋଇଛନ୍ତି ଏସସିବି ଅଧୀକ୍ଷକ । ଏଘଟଣା ବଢ଼ି ବଢ଼ି ଚାଲିଥିବେଳେ ସମାଧାନ କେବେ ହେବ ତାକୁ ନେଇ ଚିନ୍ତା।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
58m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି