ବଡଦେଉଳରେ ସୀମା ଟପିଲେ ସେବାୟତ, ଅଭିଯୋଗ ଆଣିଲେ ମହିଳା ଶ୍ରମିକ
by Argus News
Wed, Apr 17 | 2:42 p.m.

ଅର୍ଗସ ବ୍ୟୁରୋ : ଶ୍ରୀମନ୍ଦିରରେ ଏଏସଆଇ ମହିଳା ଶ୍ରମିକଙ୍କୁ ମାଡ଼ ମାରିବା ଅଭିଯୋଗ । ସେବାୟତ ମାଡ଼ ମାରି ଥିବା ଅଭିଯୋଗ ।  ଆଣିଲେ ମହିଳା ଶ୍ରମିକ । ଏନେଇ ମହିଳା ଶ୍ରମିକଙ୍କ ପକ୍ଷରୁ ସିଂହଦ୍ଵାର ଥାନାରେ ଏତଲା ଦିଆଯାଇଛି । ଦକ୍ଷିଣ ଦ୍ୱାର ଗୁମୁଟ ମରାମତି ସହ  ଓ ରୋଷଶାଳାର ପାଖରେ କାର୍ଯ୍ୟ ଚାଲୁଥିବା ବେଳେ ମହିଳା ଶ୍ରମିକ ଜଣକ ବସି ପାଟିରେ ହାତ ଦେଇଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହାକୁ ନେଇ ସେବାୟତ ଜଣଙ୍କ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଜାତିଆଣ ଆକ୍ଷେପ କରି ମାଡ଼ ମାରିଥିବା ସେ ଅଭିଯୋଗ କରିଛନ୍ତି । ତେଣୁ ଏହାକୁ ନେଇ ସମସ୍ତ ଶ୍ରମିକମାନେ କାର୍ଯ୍ୟବନ୍ଦ କରିବା ସହ ସିଂହଦ୍ଵାର ଥାନାରେ ଆନ୍ଦୋଳନ କରିଛନ୍ତି । ସେପଟେ ଘଟଣା ଏଏସଆଇ ଅଧିକାରୀ ।

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍