ଚାକିରିର ଆଳ ଦେଖାଇ ଲୁଟୁଥିଲେ କୋଟିକୋଟି, ଗିରଫ କଲା ପୋଲିସ
by Argus News
Sat, Apr 27 | 1:36 p.m.

ବାଲେଶ୍ବର : ଚାକିରି ନାଁରେ ଠକେଇ। ଚାକିରି ସହ ଲାଇସେନ୍ସ କରାଇବା ନାଁରେ ୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଠକେଇ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ବାଲେଶ୍ବର ସୋର ଅଞ୍ଚଳର ରମେଶ ଚନ୍ଦ୍ର ପାଢ଼ୀଙ୍କୁ ଗିରଫ କରିଛି ପୋଲିସ। ସୂଚନା ଅନୁଯାୟୀ ରମେଶ ସାଜନପୁର ପଞ୍ଚାୟତ ଚପରପଦା ଗ୍ରାମର ସଞ୍ଜୟ କୁମାର ପଣ୍ଡା ଓ ତାଙ୍କର ୨୨ ଜଣ ସାଥୀଙ୍କୁ ବ୍ୟାଙ୍କରେ ଚାକିରୀ କରାଇଦେବା ନାଁ ରେ ପ୍ରତ୍ୟେକଙ୍କ ଠାରୁ ୩ ଲକ୍ଷ ଟଙ୍କା ଠକି ନେଇଛି।

ଅଧିକ ପଢନ୍ତୁ : ନିଜକୁ ଇଡି କହି ଶହ ଶହ ଲୋକଙ୍କ ଠୁ ଠକି ନେଲେ ଟଙ୍କା

ସେହିପରି ୨୦୧୫ ରେ ଶୁଶାନ୍ତ କୁମାର ଦାସଙ୍କଠାରୁ କିରୋସିନ ଡିଲର ଶିପ କରାଇଦେବାର ଆଳ ଦେଖାଇ ୫୮ ଲକ୍ଷ ଟଙ୍କା ଠକିଥିଲା ରମେଶ। ଉଭୟ ମାମଲାରେ ପୋଲିସ ରମେଶକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ରମେଶଙ୍କ ନାମରେ ସୋର ଥାନାରେ ୯ ଟି ଓ କେଉଁଝର ଟାଉନ ଥାନାରେ ଗୋଟିଏ ଠକେଇ ମାମଲା ଅଛି।

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ