ଆହୁରି ୧୫ହଜାର ଜନଔଷଧି କେନ୍ଦ୍ର ଖୋାଲିବ, ଉପକୃତ ହେବେ ସାଧାରଣ ଜନତା 
by Argus News
Thu, Nov 30 | 1:19 p.m.

ମୟୂରଭଞ୍ଜ :ଦେଶରେ ଖୋଲିବ ଆହୁରି ୧୫ହଜାର ଜନଔଷଧି କେନ୍ଦ୍ର । ଉପକୃତ ହେବେ ସାଧାରଣ ଜନତା ।  ଆଜି ଝାଡ଼ଖଣ୍ଡର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ଦେଓଘର, ପରିସରରେ ୧୦ ହଜାରତମ ଜନ ଔଷଧି କେନ୍ଦ୍ରର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଏହି ଅବସରରେ ଭାରତୀୟ ଜନ ଔଷଧି ପରିଯୋଜନା ଅଧୀନରେ ସାରା ଦେଶରେ ଜନ ଔଷଧି କେନ୍ଦ୍ରଗୁଡ଼ିକର ସଂଖ୍ୟାକୁ ୧୦ ହଜାରରୁ ୨୫ ହଜାର ପର୍ଯ୍ୟନ୍ତ ବୃଦ୍ଧି କରିବା ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏହା ଫଳରେ ଲୋକମାନେ ଜୀବନ ରକ୍ଷାକାରୀ ଔଷଧ ଏହି କେନ୍ଦ୍ର ଗୁଡିକରୁ ୮୦ ରୁ ୯୦ପ୍ରତିଶତ କମ ମୁଲ୍ୟରେ ପାଇ ପାରିବେ । ଏହାଦ୍ବାରା ପ୍ରଧାନମନ୍ତ୍ରୀ ଦେଶରେ ଔଷଧ ବଜାରରେ ଏକ କ୍ରାନ୍ତିକାରୀ ଆଣି ପାରିଛନ୍ତି ବୋଲି ପ୍ରତିକ୍ରିୟା ଆସିଛି । ଏଥିପାଇଁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ର ପାତ୍ର ବୋଲି ସାଧାରଣରେ ମତ ପ୍ରକାଶ ପାଇଛି ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ