ବାୟୁସେନାର ନୂଆ ମୁଖ୍ୟ ଭାବେ ଅମର ପ୍ରିତ୍ ସିଂହଙ୍କୁ ନିଯୁକ୍ତ
by Argus News
Sat, Sep 21 | 3:06 p.m.

ଅର୍ଗସ ବ୍ୟୁରୋ: ବାୟୁସେନାର ନୂଆ ମୁଖ୍ୟ ଭାବେ ଅମର ପ୍ରିତ୍ ସିଂହଙ୍କୁ ନିଯୁକ୍ତ କରାଯାଇଛି । ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ ବାୟୁସେନାର ପରବର୍ତ୍ତୀ ମୁଖିଆ ହେବେ । ଏବେ ସେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି । ଆସନ୍ତା ସେପ୍ଟେମ୍ବର ୩୦ରେ ଅମର ପ୍ରିତ୍‌ ବାୟୁସେନାର ମୁଖ୍ୟ ଭାବେ ଦାୟିତ୍ବ ଗ୍ରହଣ କରିବେ । ବର୍ତ୍ତମାନର ଏୟାର ଚିଫ୍ ମାର୍ଶାଲ ବିବେକ୍ ରାମ୍ ଚୈାଧୁରୀ ୩୦ ସେପ୍ଟେମ୍ବର ରେ ତାଙ୍କ ପଦରୁ ଅବସର ଗ୍ରହଣ କରିବେ ।
ଆହୁରି ପଢନ୍ତୁ ଭାରତ ଖବର...
 

ଆତିଶୀ ମର୍ଲେନ
10m ago
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ
ଅର୍ଗସ ବ୍ୟୁରୋ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ। ପଦ ଓ ଗୋପନୀୟତାର ଶପଥ କରାଇଲେ ଏଲଜି। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ।ଅନ୍ୟପଟେ ନୂ
ଗିରଫ
33m ago
ଭରତପୁର ଥାନା ଘଟଣାରେ ୭ ଜଣ ଗିରଫ
ଅର୍ଗସ ବ୍ୟୁରୋ: ଭରତପୁର ଥାନା ଘଟଣାରେ ୭ ଜଣ ଗିରଫ ।ଗତ ୧୫ ତାରିଖ ବିଳମ୍ବିତ ରାତିରେ ଏହି ରୋଡ୍ ରୋମିଓ ମାନେ ଅଶ୍ଳିଳ ଇଙ୍ଗିତ ସହ ଦୁର୍ବ୍ୟବହାର କରିଥିଲେ। ସମସ୍ତ ଅଭିଯୁକ୍ତ ଇଞ୍ଜିନିଅରି
ସ୍କ୍ରବ ଟାଇଫସ୍
ପ୍ରଥମ ସ୍କ୍ରବ ଟାଇଫସ୍ ରୋଗୀ ଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ଅର୍ଗସ ବ୍ୟୁରୋ: ସ୍କ୍ରବ ଟାଇଫସରେ ଜଣେ ମୃତ । ବୌଦ୍ଧ ଜିଲ୍ଲା କଣ୍ଟାମାଲ ରେ ପ୍ରଥମ ସ୍କ୍ରବ ଟାଇଫସ ରୋଗୀ ଙ୍କ ମୃତ୍ୟୁ I ମୃତକ ହେଲେ କଣ୍ଟାମାଲ ବ୍ଲକର ବରଡିପଦର ଗାଁ ର ରମେ