ଗାଁକୁ ଆସି ପାରିଲା ନାହିଁ ଆମ୍ବୁଲାନ୍ସ, ବୃଦ୍ଧାଙ୍କୁ ଭାରରେ ବୋହିଲେ ପରିବାର ଲୋକେ
by Argus News
Tue, Sep 17 | 8:40 a.m.

ଅର୍ଗସ ବ୍ୟୁରୋ:  ରାସ୍ତା ନଥିବାରୁ ଦୀର୍ଘ ୫ କିଲୋମିଟର ବୃଦ୍ଧାଙ୍କୁ ଭାରରେ ବୋହିଲେ ପରିବାର ଲୋକେ । ଗାଁକୁ ଆସି ପାରିଲା ନାହିଁ ଆମ୍ବୁଲାନ୍ସ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀ ଉପକଣ୍ଠ ବାଲିପାଟଣା ବ୍ଲକ ଦେଉଳିଧରପୁର ଗ୍ରାମପଞ୍ଚାୟତ ଅଧୀନରେ ଥିବା ଆମ୍ବଡିହ ଗ୍ରାମରେ। ଆମ୍ବଡିହ ଗ୍ରାମର ଜଣେ ବୃଦ୍ଧା ଙ୍କର ଦେହ ଅସୁସ୍ଥ ହୋଇପଡିଲା । ପରିବାର ଲୋକେ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେବାକୁ ଆମ୍ବୁଲାନ୍ସ କୁ ଫୋନ କରିଥିଲେ । ଗାଁ କୁ ରାସ୍ତା ନଥିବାରୁ ଆମ୍ବୁଲାସ ଗାଁକୁ ଆସି ପାରିଲା ନାହିଁ । କୌଣସି ଉପାୟ ନପାଇ ଶେଷରେ ଭାରରେ କାଉଡ଼ି କରି ଦୀର୍ଘ ୫ କିଲୋମିଟର ବହି ନେଇଥିଲେ।ବିଜେଡି ଦୀର୍ଘ ୨୫ ବର୍ଷ ସରକାରରେ ଥିଲେ ମଧ୍ୟ ଉପକଣ୍ଠ ରେ ଏପରି ଅବସ୍ଥା।ଏପରି ଅବସ୍ଥା ପାଇଁ ପୂର୍ବ ସରକାରକୁ ଦାୟୀ କରିଛନ୍ତି ଗ୍ରମବାସୀ ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ