୨୫ରେ ଆସୁଛନ୍ତି ଶାହ, ସୋନପୁରରୁ କରିବେ ନିର୍ବାଚନୀ ପ୍ରଚାରର ଶୁଭାରମ୍ଭ
by Argus News
Sun, Apr 21 | 2:51 p.m.

ଅର୍ଗସ ବ୍ୟୁରୋ:  ୨୫ରେ ଓଡିଶା ଆସିବେ ଶାହ। ଆସନ୍ତା ୨୫ରେ ସୋନପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ପ୍ରେସମିଟରେ ସୂଚନା ଦେଲେ ବିଜେପି ଉପସଭାପତି ଗୋଲକ ମହାପାତ୍ର। ପୂର୍ବରୁ ଶାହା କହିଥିଲେ ଯେ ଓଡିଶାରେ ବିଜେଡି ସହ ହେବ ଆମ୍ନା ସାମ୍ନା ଲଢ଼େଇ । ସୋନପୁରରୁ କରିବେ ନିର୍ବାଚନୀ ପ୍ରଚାରର ଶୁଭାରମ୍ଭ। ନିର୍ବାଚନୀ ଋଣନୀତି ନେଇ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା। ଶାହଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ଉତ୍ସାହିତ ବୋଲି କହିଛନ୍ତି ଗୋଲକ ମହାପାତ୍ର।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ