ବିଭିନ୍ନ ରାଜ୍ୟର ୨ ଜଣ ବରିଷ୍ଠ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଯୋଗଦେବେ ବୈଠକରେ
by Argus News
Sun, Dec 10 | 11:30 a.m.

ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିବ ପୂର୍ବାଞ୍ଚଳ ପରିଷଦର ୨୬ ତମ ବୈଠକ । ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ଆନ୍ତଃରାଜ୍ୟ ପରିଷଦ ସଚିବାଳୟ ଦ୍ୱାରା ଏହି ବୈଠକ ଆୟୋଜିତ ହେଉଛି । ଏହି ବୈଠକରେ ବିଭିନ୍ନ ରାଜ୍ୟର ୨ ଜଣ ବରିଷ୍ଠ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଯୋଗଦେବେ । ବୈଠକରେ ଯୋଗଦେବା ପାଇଁ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଓ ଝାରଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି ।

ବୈଠକରେ ଯୋଗଦେବା ପାଇଁ ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା ଓ ପଞ୍ଚାୟୟତରାଜ ମନ୍ତ୍ରୀ ପ୍ରଦୀପ ଅମାତ ବିହାର ଯାଇଛନ୍ତି । ରାଜ୍ୟଗୁଡିକର ଉତ୍ତମ ବୁଝାମଣା ଓ ସହଯୋଗ ଏହାସହ ପୁର୍ବାଞ୍ଚଳ ରାଜ୍ୟଗୁଡ଼ିକର ଭିତିଭୁମି ତଥା ସାମଗ୍ରିକ ବିକାଶ ପାଇଁ ହେବ ଆଲୋଚନା ।

ଅଧିକ ପଢ଼ନ୍ତୁ ଦେଶ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ