୭୦୦ ଫୁଟ ଗଭିର ଖାଲକୁ ଖସିଲା ସେନା ଟ୍ରକ, ୪ ଯବାନ ମୃତ
by Argus News
Thu, Sep 05 | 10:11 p.m.

ଅର୍ଗସ ବ୍ୟୁରୋ: ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ । ପାକ୍ୟୋଙ୍ଗ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ୪ ଜଣ ଯବାନ ସହିଦ ହୋଇଛନ୍ତି । ଗାଡ଼ିଟି ସିଲ୍କ ମାର୍ଗ ଦେଇ ପେଡୋଙ୍ଗରୁ ଜୁଲୁକ ଅଭିମୁଖେ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା । 

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ମଧ୍ୟରେ ମଧ୍ୟପ୍ରଦେଶର ସେନା ଡ୍ରାଇଭର ପ୍ରଦୀପ ପଟେଲ, ମଣିପୁରର ଆର୍କିଟେକ୍ଟ ଡବ୍ଲୁ ପିଟର, ହରିୟାଣାର ନାୟକ ଗୁରସେବ ସିଂହ ଓ ତାମିଲନାଡୁର ସୁବେଦାର କେ ଥାଙ୍ଗାପାଣ୍ଡି ଅଛନ୍ତି । ସହିଦ ଯବାନ ପଶ୍ଚିମବଙ୍ଗର ବିନାଗୁଡ଼ିସ୍ଥିତ ଗୋଟିଏ ୟୁନିଟ୍ରରେ କାର୍ଯ୍ୟରତ ଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ