ଖିଣ୍ତା ଗାଁରେ ବୁଲୁଛି ହାତୀ
by Argus News
Thu, Jun 13 | 9:54 p.m.

ଅର୍ଗସ ବ୍ୟୁରୋ: ଅନୁଗୋଳ ଜିଲ୍ଲା କଣିହାଁ ବନାଞ୍ଚଳ ଖିଣ୍ତା  ଘୁରିବୁଲୁଛି ଦନ୍ତାହାତୀ । ସୂଚନା ଯେ , ରାଜ୍ୟରେ ପ୍ରଥମ ଥର ରାଜ୍ୟରେ ଗୁଳିବିଦ୍ଧ ଦନ୍ତାହାତୀ ପାଖରେ ୩ମାସ ହେବ ରେଡିଓ କୋଲାର ଲାଗିଥିବା ବେଳେ ହାତୀଟି ସେହି ଦିନ ଠାରୁ ଜଙ୍ଗଲକୁ ଯାଉଥିବା ବେଳେ ଗାଁ ପାଖରେ ଘୁରିବୁଲୁଛି। 

ଫଳରେ ଲୋକମାନେ ହାତୀକୁ ଦେଖି ଭୟଭୀତ ହୋଇଥିବା ସହ ଫସଲ ନଷ୍ଟ କରୁଥିବାରୁ ଗାଁ ଗାଁରେ ଅସନ୍ତୋଷ ବୃଦ୍ଧି ପାଉଛି। ଅନ୍ୟ ପକ୍ଷରେ ବନବିଭାଗ ଜଙ୍ଗଲକୁ ଘଉଡ଼ାଇବାରେ ପ୍ରୟାସ କଲେ ମଧ୍ୟ ବାରମ୍ବାର ବିଫଳ ହୋଉଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା