ଶୌଚବେଳେ ଜଣଙ୍କୁ ଦଳିଦେଲା ଦନ୍ତା
by Argus News
Mon, Jul 01 | 1:44 p.m.

ଅର୍ଗସ ବ୍ୟୁରୋ: ଶୌଚ ହେଉଥିବାବେଳେ ଜଣେ ବ୍ୟକ୍ତିଙ୍କୁ ଦଳି ଦେଲା ଦନ୍ତା ହାତୀ । ସୁନ୍ଦରଗଡ ଜିଲ୍ଲା କୋଇଡା ବନାଞ୍ଚଳ ଝିରପାଣି ବସ୍ତିରେ ଘଟିଛି ଏହି ଅଘଟଣ । 
ମୃତକ ହେଲେ ସାମୁଏଲ ସାଇନ୍ଦ । ଝାଡ଼ଖଣ୍ଡ ଅଞ୍ଚଳରୁ ଦନ୍ତା ହାତୀ ଆସିଥିବା ଜାଣି ରାତିରେ ପାଟ୍ରୋଲିଂ କରୁଥିଲା ବନ ବିଭାଗ ।

ଯୁବକଙ୍କ ମୃତ୍ୟୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଛନ୍ତି ବନ କର୍ମଚାରୀ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 


 

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା