ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା
by Argus News
Wed, Sep 25 | 9:27 a.m.

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱର ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । ପୀଡ଼ିତା ଓ ନିଲମ୍ବିତ ପୋଲିସ ଅଧିକାରୀଙ୍କର ହେବା ଲାଏ ଡିଟେକ୍ସନ ଟେଷ୍ଟ। ଏନେଇ କୋର୍ଟଙ୍କ ଅନୁମତି ମାଗିଲା କ୍ରାଇମବ୍ରାଞ୍ଚ । ଲାଏ ଡିଟେକ୍ସନ୍ ଟେଷ୍ଟ ପାଇଁ ପୀଡ଼ିତା ରାଜି ହେବାରୁ କ୍ରାଇମବ୍ରାଞ୍ଚ କୋର୍ଟଙ୍କ ଅନୁମତି ମାଗିଥିବା ସୂଚନା ମିଳିଛି। ଅଦାଲତଙ୍କ ଅନୁମତି ପରେ ଏ ନେଇ ପ୍ରକ୍ରିୟା ଆରମ୍ଭ ହେବ। ଭରତପୁର ଥାନାରେ ପହଞ୍ଚିଲେ ପୀଡିତା ଓ ମେଜର।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ବିଲୁଆ
3m ago
ବିଲୁଆ ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ୱ ଆହତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ରେଞ୍ଜ ଅଧିନସ୍ଥ ହାତୀଓଟ, ଯେମାଦେଇପୁର, ପ୍ରାଣପୁରଦେଇପୁର ଗ୍ରାମରେ ବିଲୁଆ ଆକ୍ରମଣରେ ୨୦ ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସକାଳେ ଏଭଳି ଘଟଣ
ଆସୁଛନ୍ତି ନଡ୍ଡା
6m ago
ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ରାଜ୍ୟ ପଦାଧିକାରୀ
ଜାହାଜ କାରଖାନା
8m ago
୯୩୪.୫୪ କୋଟି ଟଙ୍କା ବିନିଯୋଗରେ ଭଦ୍ରକରେ ହେବ ଜାହାଜ କାରଖାନା
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ତିଆରି ହେବ ଜାହାଜ । ଭଦ୍ରକ ଜିଲ୍ଲାରେ ‌ନେପ୍‌ଚୁନ୍‌ସ ସିପ୍‌ ବିଲ୍‌ଡର୍ସ ଆଣ୍ଡ ରିସାଇକ୍ଲର୍ସ ପ୍ରାଇଭେଟ୍ ଲିମିଟେଡ୍‌ ୯୩୪.୫