ନିମ୍ନମାନର କାମ ଯୋଗୁ ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜର ଓ୍ବାଲ
by Argus News
Sun, Dec 10 | 12:37 p.m.

ଅର୍ଗସ ବ୍ୟୁରୋ: ନିମ୍ନମାନର କାର୍ଯ୍ୟ ପାଇଁ ଭୁଶୁଡି ପଡ଼ିଲା ନିର୍ମାଣଧୀନ ବ୍ରିଜ ୱାଲ। ନୀଳଗିରି ଦେଇ ଯାଉଥିବା ସାଳନ୍ଦୀ କେନାଲ ଯୋଜନା  ସନ୍ତରାଗଡିଆର ଅସ୍ତିଆ ଗ୍ରାମ ନିକଟରେ ନିର୍ମାଣାଧୀନ ବ୍ରିଜର୍ ବଡ଼ ୱାଲ ଗଡି ପଡ଼ିଲା। ଗତକାଲି ରାତିରେ ବିନା ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଢଳେଇ ପଡିଥିବା ବେଳେ ନିମ୍ନମାନର କାର୍ଯ୍ୟ ପାଇଁ ଆଜି ଗଳିପଡିଛି। ଅଳ୍ପକେ ବର୍ତ୍ତିଯାଇଛନ୍ତି କାର୍ଯ୍ୟରତ ଶ୍ରମିକ। 

କୋଟି କୋଟି ଟଙ୍କାର ଏକ ବଡ଼ କେନାଲ ନିର୍ମାଣ ହେଉଥିବାରୁ ୬ଟି ୱାଲ ହୋଇଥିଲା। ତେବେ କାମ ଅତ୍ୟନ୍ତ ନିମ୍ନ ମାନର ହୋଇଥିବାରୁ ବିନା ବେଶରେ ୱାଲ ହୋଇଥିବା ଯୋଗୁ ଗୋଟିଏ ୱାଲ ଭୁଶୁଡି ପଡିଥିବା ଅଭିଯୋଗ ହେଉଛି। କାମ ଆରମ୍ଭରୁ ଏମିତି ହେଲାଣି ଆଗକୁ ବ୍ରିଜ କେତେ ସୁରକ୍ଷିତ ବୋଲି ବି ପ୍ରଶ୍ନ କରିବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି ସ୍ଥାନୀୟ ସରପଞ୍ଚ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ