ଏବେ  ନନ୍ଦନକାନନରେ ୯ଟି ଆନାକୋଣ୍ଡା ଅଛି 
by Argus News
Wed, Dec 06 | 1:08 p.m.

ଭୁବନେଶ୍ୱର:  ନନ୍ଦନକାନନରେ ଅନାକୋଣ୍ଡା ମୃତ ।  ମଙ୍ଗଳବାର ଦିନ ଆନାକୋଣ୍ଡା ସାପ ର ମୃତ୍ୟୁ ହୋଇଛି । ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ କାରଣ ଜଣା ପଡ଼ିବ ବୋଲି ସୂଚନା ମିଳିଛି ।

ୟତେବେ ଏହି  ଆନାକୋଣ୍ଡା ମୃତ୍ୟୁ ପରେ ଏମାନଙ୍କ ସଂଖ୍ୟା ହ୍ରାସ ପାଇ ୯ ରେ ପହଁଚିଛି । ତେବେ ଏହି ସାପରେ ବୟସ ୧ ବର୍ଷ ୪ ମାସ ହୋଇଥିଲା ବୋଲି ସୂଚନା । ଏବେ  ନନ୍ଦନକାନନରେ ୪ ବଡ ଓ ୫ ଛୋଟ ଆନାକୋଣ୍ଡା ଅଛନ୍ତି ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ