ଅନନ୍ତ-ରାଧିକାଙ୍କ ପ୍ରି-ୱେଡିଂ ସମାରୋହ ଏବେ ଚର୍ଚ୍ଚାରେ
by Argus News
Sat, Mar 02 | 1:07 p.m.

ଅର୍ଗସ ବ୍ୟୁରୋ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୁଖ୍ୟ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନି ଓ ରାଧିକା ମର୍ଚାଣ୍ଟଙ୍କ ପ୍ରାକ୍ ବିବାହ ଉତ୍ସବ ଅନୁଷ୍ଠି ହେଉଛି । ଆସନ୍ତା ଜୁଲାଇ ମାସରେ ବିବାହ ଉତ୍ସବ ଅନୁଷ୍ଠିତ । ଏହା ପୂର୍ବରୁ ଚାଲିଛି ତିନି ଦିନିଆ ପ୍ରାକ୍ ବିବାହ ଉତ୍ସବ । ଆଜି ଏହି ଉତ୍ସବର ତୃତୀୟ ଦିନ । ଗୁଜରାଟର ଜାମନଗରରେ ଆୟୋଜିତ ଏହି ଉତ୍ସବରେ ସାରା ବିଶ୍ୱରେ ଚର୍ଚ୍ଚିତ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ବିଶିଷ୍ଟ କ୍ରିଡାବିତ୍, ବଲିଉଡ୍ ତାରକା, ଶିଳ୍ପ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଛନ୍ତି ।

ଅମ୍ବାନୀ ପରିବାର ପକ୍ଷରୁ ହଜାରେରୁ ଅଧିକ ଅତିଥିଙ୍କୁ ଆମନ୍ତ୍ରଣ କରାଯାଇଛି । ଭିଆଇପିମାନଙ୍କ ପାଇଁ ସ୍ୱତନ୍ତ୍ର ଲାଉଞ୍ଜର ବ୍ୟବସ୍ଥା କରାଯାଇଥିବା ବେଳେ ରାଜକୀୟ ପାନୀୟ ପ୍ରଦାନ କରାଯାଇଉଛି। ରଙ୍ଗବେରଙ୍ଗ ଫୁଲରେ ସାଜସଜ୍ଜା କରାଯାଇଥିବା ବେଳେ ବହୁ ସଂଖ୍ୟରେ ଭିଆଇପି କାର ବିମାନବନ୍ଦର ନିକଟରେ ରହିଛି । ଏହି କାର୍ଯ୍ୟକ୍ରମ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍