ଦୁଇ କାର ମୁହାଁମୁହିଁ ଧକ୍କା : ଦୁଇ ମୃତ, ୩ ଗୁରୁତର
by Argus News
Thu, Feb 08 | 5:19 p.m.

ଅର୍ଗସ ବ୍ୟୁରୋ : ଅନୁଗୁଳ ସଦର ଥାନା ଖଣ୍ଡହତା ଠାରେ ଦୁଇ କାର ମୁହାଁମୁହିଁ ଧକ୍କା । ଦୁଇ ମୃତ, ୩ ଜଣ ଗୁରୁତର । ଅନୁଗୁଳରୁ ଭୁବନେଶ୍ୱର ଆଡକୁ ଯାଉଥିବା ବେଳେ ବିପରୀତ ଦିଗରୁ ଏକ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଗୁରୁତରଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ମୃତକ ମଧ୍ୟରେ ମା' ଓ ଝିଅ । ଭୁବନେଶ୍ୱରରେ ଏକ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଭୁବନେଶ୍ୱର ଯାଉଥିବା ବେଳେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଲେ ମା' ଓ ଝିଅ । ମୃତକ ମାନେ ହେଲେ ଦୁର୍ଗାବତୀ ପ୍ରଧାନ ଓ ଝିଅ ସଂଯୁକ୍ତା ପ୍ରଧାନ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ