୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା
by Argus News
Fri, Dec 01 | 11:54 a.m.

ଅର୍ଗସ ବ୍ୟୁରୋ: ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର। ୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା। ମୃତକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା। ଦୁର୍ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ । ଟ୍ରକ୍ କୁ ପିଟିଲା ୱିଙ୍ଗର ଭ୍ୟାନ୍  । ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ 20 ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଦିଗପହଣ୍ଡି ଅଞ୍ଚଳର ବୋଲି ସୂଚନା। ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ: ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ

 

ରାଜ୍ୟରେ ଲାଗୁ ହେବ
21m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର