ବିଜେଡି ପ୍ରାର୍ଥୀ ଘୋଷଣା ; ସମ୍ବଲପୁର ରେଢାଖୋଲର ପ୍ରାର୍ଥୀ ପରିବର୍ତ୍ତନ
by Argus News
Wed, Apr 17 | 12:21 p.m.

ଅର୍ଗସ ବ୍ୟୁରୋ : ବିଜେଡି ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ବଦଳିଲେ ସମ୍ବଲପୁର ପ୍ରାର୍ଥୀ । ସମ୍ବଲପୁରରୁ ଲଢିବେ ରୋହିତ ପୂଜାରୀ । ନିମାପଡାରୁ ଲଢିବେ ଦିଲ୍ଲୀପ ନାୟକ । ଚିତ୍ରକୋଣ୍ଡାରୁ ଲଞିବେ ଲକ୍ଷ୍ମୀପ୍ରିୟା ନାୟକ । ପଦ୍ମପୁରରୁ ଲଢିବେ ବର୍ଷା ସିଂ ବରିହା । ସେହିପରି ରେଢାଖୋଲରୁ ଲଢିବେ ପ୍ରସନ୍ନ ଆଚାର୍ଯ୍ୟ । ଦେବଗଡରୁ ଲଢିବେ ଅରୁନ୍ଧତୀ କୁମାରି ଦେବୀ । ସାନଖେମୁଣ୍ଡି ସୁଲକ୍ଷଣା ଗୀତାଞ୍ଜଳି ଦେବୀ । ଜୟପୁରରୁ ଲଢିବେ ଇନ୍ଦିରା ନନ୍ଦ । କୁଚିଣ୍ଡାରୁ ରାଜେନ୍ଦ୍ର କୁମାର ଛତିଆ । ଅନୁଗୁଳରୁ ଲଢିବେ ସଂଯୁକ୍ତା ସିଂହ । 

ଅଧିକ ପଢନ୍ତୁ : କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୂର୍ବରୁ ବିଜେଡି ୨୦ ଲୋକସଭା ଏବଂ ୯୯ଟି ବିଧାନସଭା ସିଟ୍ ଲାଗି ପ୍ରାର୍ଥୀ ଘୋଷଣା କରିଥିଲା । ସୂଚନା ଅନୁସାରେ ବିଜେଡି ପ୍ରଥମ ପର୍ଯ୍ୟାୟରେ ୭୨ ବିଧାନସଭା ଓ ୧୫ ଲୋକସଭା ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୨୭ ବିଧାନସଭା ଓ ୫ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ।

HOROSCOPE
ଏହି 4 ରାଶି ପାଇଁ ଆଜି ଧନ ବର୍ଷା...
ଅର୍ଗସ ବ୍ୟୁରୋ: ଆଜି ଆପଣ ରାଶି କେମିତି କଟିବ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ... ମେଷ- ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତାରେ ରହିବେ । ପରିବାର ସହ ସମୟ ବିତାଇବା ପାଇ
ମାଫିଆ
'ଓଡ଼ିଶାରେ ସବୁ କ୍ଷେତ୍ରକୁ କବଜା କରିରଖିଛି ଜଣେ ମାଫିଆ'
ଅର୍ଗସ ବ୍ୟୁରୋ: ଓଡ଼ିଶାର 25 ବର୍ଷ ବରବାଦ କରିଛି ବିଜେଡି। ପିଏମ୍ କହିଛନ୍ତି, ଆଦିବାସୀଙ୍କ ଭୂମି ଅଧିକାର ସହ ସମ୍ପର୍କିତ ସମସ୍ୟାର ସମାଧାନ ପାଇଁ ଉଦ୍ଦିଷ୍ଟ ପେଷା ଆଇନ ଲାଗୁ କରିପାରିଲ
TREE CUTTING
ବିକାଶ ପ୍ରକ୍ରିୟା ନାଁରେ ବିନାଶ ହେଉଛି ପ୍ରକୃତି
ନୟାଗଡ: ବିକାଶ ପ୍ରକ୍ରିୟା ନାଁରେ ବିନାଶ ହେଉଛି ପ୍ରକୃତି । 45 ଡିଗ୍ରୀ ଅସହ୍ୟ ତାତିରେ ଏବେ ଜଳୁଛି ଜନ ଜୀବନ । ହେଲେ ଅମୃତରୂପୀ ଅମ୍ଳଜାନ ଯୋଗାଉଥିବା ନିର୍ଜୀବ ଗଛ ମାନଙ୍କୁ ନିଷ୍ଠୁର ଭଳ