ବିଜେଡି ପ୍ରାର୍ଥୀ ଘୋଷଣା ; କାହା ସ୍ଥାନରେ କିଏ ପାଇଲେ ଟିକେଟ..
by Argus News
Mon, Apr 22 | 1:16 p.m.

ଅର୍ଗସ ବ୍ୟୁରୋ : ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ଆଜି ଆଉ ୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ସେଥିରୁ ୫ଜଣ ନୂଆ ମୁହଁଙ୍କୁ ଦେଖିବାକୁ ମିଳିଛି ।  ହିନ୍ଦୋଳରେ ପ୍ରଥମ ଥର ପାଇଁ ଲଢିବେ ମହେଶ ସାହୁ । ସୀମା ନାୟକଙ୍କ ଜାଗାରେ ପ୍ରାର୍ଥୀ ହେଲେ ମହେଶ । ସେହିପରି ବରୀରେ ସୁନନ୍ଦା ଦାସଙ୍କ ସ୍ଥାନରେ ପ୍ରାର୍ଥୀ ହେଲେ ବିଶ୍ବରଞ୍ଜନ ମଲ୍ଲିକ ।

ଅଧିକ ପଢନ୍ତୁ : ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ରଘୁନାଥପାଲିରେ ସୁବ୍ରତ ତରାଇ ସ୍ଥାନରେ ନୂଆ ମୁହଁ ହୋଇଛନ୍ତି ଅର୍ଚ୍ଚନା ବେହେରା । ବାଲିକୁଦା ଏରସମାରୁ ପ୍ରଥମ ଥର ବିଜେଡିରୁ ଲଢିବେ ସାରଦା ଜେନା । ରାଘୁନନ୍ଦନ ଦାସଙ୍କ ଜାଗାରେ ସାରଦା ଜେନା ନୁଆଁ ମୁହଁ ପାଇଥିବା ସୂଚନା । ବାଙ୍ଗିରିପୋଷିରେ ସୁଦାମ ମାର୍ଣ୍ଡିଙ୍କ ସ୍ଥାନ ନେଲେ ରଞ୍ଜିତା ମାର୍ଣ୍ଡି ।

ଅଗ୍ନିକାଣ୍ଡ
ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ ସମିତି ସଭାଗୃହରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବା
ହେମାମାଳିନୀ
ଆଜି ପୁଣି ପ୍ରଚାର ମୈଦାନକୁ ଓହ୍ଲାଇବେ ହେମାମାଳିନୀ
ଭୁବନେଶ୍ବର : ଆଜି ପୁଣି ହେମାମାଳିନୀ କରିବେ ପ୍ରଚାର । ଦେବଗଡ଼ ବାରକୋଟରେ ଜନସଭାକୁ ସମ୍ବୋଧିତ କରିବା ସହ ପାଲଲହଡ଼ାରେ ଜନସଭାକୁ କରିବେ ସମ୍ବୋଧନ । ସେହିପରି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନ
ନିଆଁ
ତୀର୍ଥଯାତ୍ରୀ ବସରେ ନିଆଁ , ୮ ଜୀବନ୍ତ ଦଗ୍ଘ
ଅର୍ଗସ ବ୍ୟୁରୋ : ହରିୟାଣାର ନୁହରେ ତୀର୍ଥଯାତ୍ରୀ ବସରେ ନିଆଁ ଲାଗିଯାଇଛି । ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବସରେ ମୋଟ ୬୦ ଜଣ ଯାତ୍ର