ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଶ୍ରୀମୟୀ ମିଶ୍ର ସାଂସଦ ପ୍ରାର୍ଥୀ ନେଇ ଘୋଷଣା
by Argus News
Mon, Feb 19 | 1:46 p.m.

ଅର୍ଗସ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ବିଜେଡ଼ି ସଭାପତି ବିଭୂତି ବଳବନ୍ତରାୟଙ୍କ ଟିକେଟ୍ ଘୋଷଣା । ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଶ୍ରୀମୟୀ ମିଶ୍ର ସାଂସଦ ପ୍ରାର୍ଥୀ ହେବା ନେଇ ଘୋଷଣା କରିଛନ୍ତି ବିଭୂତି । ଜୟଦେବ ନିର୍ବାଚନ ମଣ୍ଡଳୀ ବାଲିପାଟଣା ବ୍ଲକ ବନମାଳିପୁର ତ୍ରିବେଣୀ ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ସେ ଏକଥା କହିଛନ୍ତି । ଏଠି ପ୍ରଶ୍ନ, ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ଘୋଷଣା କରିନଥିବା ବେଳେ ବିଭୂତି କେମିତି କଲେ ଟିକେଟ୍ ଘୋଷଣା ? ।... ରାଜ୍ୟ ସଭାପତିଙ୍କ ଘୋଷଣା ପୂର୍ବରୁ ଜିଲ୍ଲା ସଭାପତିଙ୍କ ଘୋଷଣାକୁ ନେଇ ଉଠିଲା ପ୍ରଶ୍ନ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

SECOND
2m ago
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନି
LOW PRESSURE
29m ago
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ
IPL-2024
37m ago
ରୋମାଞ୍ଚକର ସ୍ଥିତିରେ IPL-2024, ପ୍ଲେଅଫ୍‌ରେ ଆର୍‌ସିବି
ଅର୍ଗସ ବ୍ୟୁରୋ: ରୋମାଞ୍ଚକର ସ୍ଥିତିରେ IPL-2024 । ପ୍ଲେଅଫ୍‌ରେ ଆର୍‌ସିବି । ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପଛକୁ ହଟାଇ ଅପ୍ରତ୍ୟାଶିତ ଭାବେ ପ୍ଲେଅଫ୍ ଯୋଗ୍ୟତା ଅର୍ଜ