ବିଜାପୁରରେ ପୁଣି ଏନକାଉଣ୍ଟର, ଟଳିଲେ ୪ ମାଓବାଦୀ
by Argus News
Tue, Apr 02 | 11:34 a.m.

ଅର୍ଗସ ବ୍ୟୁରୋ:  ବିଜାପୁରରେ ପୁଣି ଏନକାଉଣ୍ଟର । ଟଳିଲେ 4 ହାର୍ଡକୋର ମାଓବାଦୀ । ନିର୍ବାଚନ ପୂର୍ବରୁ ସୁରକ୍ଷାବାହିନୀଙ୍କୁ ମିଳିଛି ବଡ ସଫଳତା । ବିଜାପୁର ଗଙ୍ଗାଲୁର ଥାନା କୋରଚଳି ଏବଂ ଲୋନ୍ଦ୍ରା ଅଂଚଳରେ କୁମ୍ବିଙ୍ଗ ଅପରେସନ ସମୟରେ ବଡ ଧରଣର ଏନକାଉଣ୍ଟର ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଗୁଳିବିନିମୟ ଚାଲିଥିବାବେଳେ ଆହୁରି ଅଧିକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଗତ 27 ତାରିଖରେ ବିଜାପୁର ଏନକାଉଣ୍ଟରରେ ଟଳିଥିଲେ 6 ମାଓବାଦୀ ।

ଅଧିକ ପଢ଼ନ୍ତୁ ଦେଶ ଖବର: 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ