ଆଉ ଏକ ଲଘୁଚାପ , ବଢ଼ିବ ବର୍ଷାର ପରିମାଣ
by Argus News
Mon, Sep 23 | 7:55 a.m.

ଅର୍ଗସ ବ୍ୟୁରୋ : ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଲଘୁଚାପ ସମ୍ଭାବନା। ଏଥି ସହିତ ଆସନ୍ତାକାଲିଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ  ଫେରୁଥିବାବେଳେ ମୌସୁମୀ ଟ୍ରପଲାଇନର ପ୍ରଭାବ ରହୁଛି । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ।

ଅଧିକ ପଢନ୍ତୁ : ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉପକୂଳ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ୨୧ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। 

କଳା ଦାଗ
28m ago
କଳା ଦାଗ ଲିଭିଯିବ ଏହି ଚାରୋଟି ଘରୋଇ ଉପଚାରରେ
ଅର୍ଗସ ବ୍ୟୁରୋ: ବର୍ତ୍ତମାନର ବ୍ୟସ୍ତବହୁଳତା ଜୀବନରେ କଳାଦାଗର ସମସ୍ୟା ସାଧାରଣ ହୋଇଗଲାଣି । ଏହା ଆମର ପୁରା ଚେହେରାର ସୌନ୍ଦର୍ଯ୍ୟକୁ ନଷ୍ଟ କରିଦିଏ । ପୁରୁଷ ହୁଅନ୍ତୁ କିମ୍ବା ମହିଳା ଏହ
ନିଯୁକ୍ତି
36m ago
କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ଦୀପାଳି:ଟଙ୍କଧର ତ୍ରିପାଠୀ
ଅର୍ଗସ ବ୍ୟୁରୋ:କ୍ଷମତା ଥିଲେଦେଖାଉଥିଲେ ଲୋକଙ୍କୁ ଦବଙ୍ଗଗିରି,ନିର୍ବାଚନ ହାରିବା ପରେ ଲୋକଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛି ବିଜେଡିର ପୂର୍ବତନ ବିଧାୟିକା ଦୀପାଳି ଦାସ। ନିଯୁକ୍ତ
ଚନ୍ଦ୍ରପୁର ବ୍ଲକ
58m ago
ଚନ୍ଦ୍ରପୁର ବ୍ଲକ ଅଫିସରେ ତାଲା
ଅର୍ଗସ ବ୍ୟୁରୋ: ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକରେ ଜମିଜମା ଘଟଣାକୁ ନେଇ ଚନ୍ଦ୍ରପୁର ବ୍ଲକ ଅଫିସରେ ତାଲା ପଡ଼ିଛି। ତାଲା ପଡିଥିବା ଯୋଗୁଁ ସରକାରୀ ଜନ ଅଭିଯୋଗ ଶୁଣାଣି ବାତିଲ ହେବାସହ