ବର୍ଷା-ଅନୁଭବଙ୍କ ବାଦ ବିବାଦ ସଂପର୍କରେ ପୂର୍ଣ୍ଣଚ୍ଛେଦ
by Argus News
Thu, Feb 08 | 9:38 a.m.

ଅର୍ଗସ ବ୍ୟୁରୋ:  ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା ବାଦ ବିବାଦ ସଂପର୍କରେ ପୂର୍ଣ୍ଣଚ୍ଛେଦ ପଡିଛି । ଛାଡପତ୍ର ପାଇଁ ଲାଗିରହିଥିବା ଆଇନଗତ ଲଢେଇରେ ଶେଷରେ ସାଂସଦ ଅନୁଭବ ମହାନ୍ତିଙ୍କର ବିଜୟ ହୋଇଥିବା ସେ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । ପତ୍ନୀ ବର୍ଷା ପ୍ରିୟଦର୍ଶୀନିଙ୍କ ଠାରୁ ଛାଡପତ୍ର ପାଇଁ କୋର୍ଟଙ୍କ ମଂଜୁରୀ ମିଳିଛି ।

ଏହି ଲଢେଇରେ ଯେଉଁମାନେ ତାଙ୍କ ସହ ଏବଂ ତାଙ୍କ ପରିବାର ସହ ଥିଲେ ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ଅନୁଭବ । ମିଛ ବିବାହର ଯନ୍ତ୍ରଣାରୁ ତାଙ୍କୁ ମୁକ୍ତି ମିଳିଛି । ତଥାପି ବର୍ଷାଙ୍କ ଖୁସି ପାଇଁ ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି । ୧୦ ବର୍ଷ ବିବାହ ବାର୍ଷିକୀ ପୂର୍ବରୁ କୋର୍ଟଙ୍କ ଏଭଳି ନିଷ୍ପତ୍ତି ଆସିଥିବାରୁ ସେ ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ