ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି  
by Argus News
Sun, Sep 22 | 1:17 p.m.

ନୂଆଦିଲ୍ଲୀ:  ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩% ଭୋଟ୍‌ ପାଇଛନ୍ତି।

ଫଳାଫଳ ଅନୁଯାୟୀ, ନ୍ୟାଶନାଲ ପିପୁଲ୍‌ ପାଓ୍ବାରର ନେତା ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନବମ କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ ଶନିବାର ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ୨୨ଟି ନିର୍ବାଚନ କ୍ଷେତ୍ରରେ ୧୩୪୦୦ରୁ ଅଧିକ ମତଦାନ କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା। ଦିଶାନାୟକେ ୫୬% ଭୋଟ୍‌ ପାଇଥିବାବେଳେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସାଜିଥ ପ୍ରେମାଦାସ ଏବଂ ବର୍ତ୍ତମାନର ରାଷ୍ଟ୍ରପତି ରାନିଲ ଓ୍ବିକ୍ରେମସିଂହେ ପ୍ରତ୍ୟେକେ ୧୯ ପ୍ରତିଶତ ଭୋଟ୍‌ ପାଇଛନ୍ତି। 

ଅଧିକ ପଢନ୍ତୁ ବିଦେଶ ଖବର 

ଲିଜେଣ୍ଡସଙ୍କ ଜଲୱା
ଯୋଧପୁରରେ ଲିଜେଣ୍ଡସଙ୍କ ଜଲୱା, ବ୍ଲୁ ସିଟିରେ ଜୟ ଜୟ କାର
ଅର୍ଗସ ବ୍ୟୁରୋ: ବ୍ଲୁ ସିଟିରେ ଜୟ ଜୟ କାର। ପଠାନ ବ୍ରଦର୍ସଙ୍କ ସହ କୋଣାର୍କ ସୂୟାଜ୍ ଓଡିଶାକୁ ସପୋର୍ଟ କରିବାକୁ ବରଖୁତୁଲ୍ଲା ଖାନ ଷ୍ଟାଡିଅମରେ ପହଂଚିଥିଲେ ବହୁ ସଂଖ୍ୟାରେ ଫ୍ୟାନ
ଓଡ଼ିଆ ଅସ୍ମିତା
ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ
ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାର
STORY
Speed 10: ଜାଣନ୍ତୁ ଦିନର ବଡ ଖବର...
ଅର୍ଗସ ବ୍ୟୁରୋ: ଜାଣି ରଖନ୍ତୁ ଆଜି ଦିନର ବଡ ଖବର... () କେନ୍ଦୁଝରରୁ ବିଜେଡିକୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...କହିଲେ ଭୋଟ ରାଜନୀତି ପାଇଁ ଜଗନ୍ନାଥଙ୍କୁ ବ୍ୟବହା