ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଲେ ବିରାଟଙ୍କ ପତ୍ନୀ ତଥା ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା
by Argus News
Tue, Feb 20 | 9:43 p.m.

ଅର୍ଗସ ବ୍ୟୁରୋ : ପୁଣି ଆସିଲା ଖୁସି ଖବର । ପୁଣି ବାପା ହେଲେ ବିରାଟ କୋହଲି । ଏକ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି ବିରାଟଙ୍କ ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା । ଏନେଇ ବିରାଟ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି ।

ଅଧିକ ପଢନ୍ତୁ ଭାରତ ଖବର

କୋହଲି କହିଛନ୍ତି, ଫେବ୍ରୁଆରୀ ୧୫ ତାରିଖରେ ଆମେ ଆମ ପୁଅ ଅକାୟକୁ ଏ ପୃଥିବୀକୁ ସ୍ୱାଗତ କରିଛୁ । ଯିଏକି ଭାମିକାର ସାନ ଭାଇ । ଆମେ ଆପଣଙ୍କର ଆର୍ଶୀବାଦ ଓ ଶୁଭକାମନା ଆଶା କରୁଛୁ ବୋଲି ବିରାଟ ପୋଷ୍ଟରେ ଲେଖିଛନ୍ତି । ଏହା ପୂର୍ବରୁ କ୍ରିକେଟର ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କର ଏକ କନ୍ୟା ସନ୍ତାନ ଥିଲା । ଏହାପରେ ଅନୁଷ୍କା ଶର୍ମା ଦ୍ୱିତୀୟ ଥର ପାଇଁ ଗର୍ଭବତୀ ଥିବା ନେଇ ସୂଚନା ମିଳିଥିଲା । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ