ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ 
by Argus News
Mon, Sep 09 | 3:23 p.m.

ନୂଆଦିଲ୍ଲୀ: ଆରିଜି କର ମେଡିକାଲ ଲଜ୍ଜା । ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ।  କାଲି ସଂଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ। ନଚେତ୍ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇ ଚେତାବନି ଦେଲେ ସୁପ୍ରିମକୋର୍ଟ।

ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇବାକୁ ନିର୍ଦ୍ଦେଶ। ସିବିଆଇକୁ ତଦନ୍ତ ପାଇଁ ଆଉ ସପ୍ତାହେ ସମୟ ଦେଲେ ସୁପ୍ରିମକୋର୍ଟ । ଆଉ ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ। ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି। ସାରା ଦେଶରେ ଡାକ୍ତରଙ୍କ ସୁରକ୍ଷା ନେଇ କହିଲେ କୋର୍ଟ। ଜିଲ୍ଲା ସ୍ତର ଓ ବ୍ଲକ ସ୍ତରର ହସ୍ପିଟାଲ ସୁରକ୍ଷା ମଧ୍ୟ କହିଛନ୍ତି କୋର୍ଟ। 

ଅଧିକ ପଢନ୍ତୁ ଭାରତ ଖବର 

ପୋଲିସ ଡିଜି ଓ୍ବାଇବି
14m ago
ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା। ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। ସୂଚନାଯୋଗ୍ୟ ଗତ ମାସରେ ପୁଲି
ଜମ୍ମୁ-କଶ୍ମୀର
36m ago
ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧିକ ମତଦାନ
ଅର୍ଗସ ବ୍ୟୁରୋ: ଏକ ଦଶନ୍ଧି ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଶେଷ ହୋଇଛି । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧି
ରାଜଧାନୀରେ
59m ago
ରାଜଧାନୀରେ ପୁଣି ବୋମାମାଡ: ୩ଟି ବୋମା ଫିଙ୍ଗିଲେ ଦୁର୍ବୁତ୍ତ
ଅର୍ଗସ ବ୍ୟୁରୋ: ରାଜଧାନୀରେ ପୁଣି ବୋମାମାଡ଼ ହୋଇଛି। କ୍ୟାପିଟାଲ ଥାନା ଅଞ୍ଚଳର ଦୁଇଟି ସ୍ଥାନରେ ବୋମାମାଡ ହୋଇଛି। ୨ଜଣ ଯୁବକ ବାଇକରେ ଆସି ଦୁଇଟି ସ୍ଥାନରେ ୩ଟି ବୋମା ପକାଇ ଫେରାର