ଆରବସାଗର ବୋଟ ଟ୍ରାଜେଡି: ୧୩ ମୃତ
by Argus News
Wed, Dec 18 | 9:20 p.m.

ଅର୍ଗସ ବ୍ୟୁରୋ: ମୁମ୍ବାଇର ଗେଟ ୱେ ଅଫ ଇଣ୍ଡିଆରୁ ଏଲିଫେଣ୍ଟା ଯାଉଥିବା ବୋଟ ଦୁର୍ଘଟଣାର ଶିକାର ହୋଇଛି । ବୁଧବାର ଅପରାହ୍ନ ୩୩ଟା ୫୫ ମିନିଟରେ ବୋଟ ପ୍ରାୟ ୮୦ ଲୋକଙ୍କୁ ନେଇ ଯାଉଥିଲା । ଦୁର୍ଘଟଣା ଖବର ମିଳିବା ପରେ କୋଷ୍ଟ ଗାର୍ଡ ଉଦ୍ଧାର କାମରେ ଲାଗିଯାଇଥିଲା। ବୋଟରେ ପର୍ଯ୍ୟଟକମାନେ ଏଲିଫାଣ୍ଟା ଦ୍ବୀପ ବୁଲିବାକୁ ଯାଇଥିଲେ। ପ୍ରାୟ ୧୦୦ରୁ ଅଧିକ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ନିଖୋଜଙ୍କୁ ଉଦ୍ଧାର ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି। 

କୋଷ୍ଟଗାର୍ଡ ତରଫରୁ ଉଦ୍ଧାର କାମ ଜାରି ରହିଛି । ବୋଟରେ ଥିବା ୮୦ ଯାତ୍ରୀଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ମଧ୍ୟରେ ୩ ନୌସେନା କର୍ମଚାରୀ ଅଛନ୍ତି। ଏବେ ମଧ୍ୟ ବହୁ ଲୋକ ନିଖୋଜ ଅଛନ୍ତି । ସେମାନଙ୍କ ଖୋଜା ଚାଲିଛି ଆରବ ସାଗରର ଗଭୀର ଜଳରେ। ଏହି ଦୁର୍ଘଟଣାର କାରଣ ଜଣାପଡି ନାହିଁ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯିବ ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ପ୍ରତିଶ୍ରୁତି ଦେଇଛନ୍ତି। 
 

ଆରବସାଗର
ଆରବସାଗର ବୋଟ ଟ୍ରାଜେଡି: ୧୩ ମୃତ
ଅର୍ଗସ ବ୍ୟୁରୋ: ମୁମ୍ବାଇର ଗେଟ ୱେ ଅଫ ଇଣ୍ଡିଆରୁ ଏଲିଫେଣ୍ଟା ଯାଉଥିବା ବୋଟ ଦୁର୍ଘଟଣାର ଶିକାର ହୋଇଛି । ବୁଧବାର ଅପରାହ୍ନ ୩୩ଟା ୫୫ ମିନିଟରେ ବୋଟ ପ୍ରାୟ ୮୦ ଲୋକଙ୍କୁ ନେଇ ଯାଉଥିଲା
ଟେଣ୍ଡର ପାଇଁ 10ଲକ୍ଷ
ଟେଣ୍ଡର ପାଇଁ 10ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲା: ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ଅର୍ଗସ ବ୍ୟୁରୋ: ଟେଣ୍ଡର ପାଇଁ 10ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲା । ସିବିଆଇ ଦ୍ବାରା ଗିରଫ ତିନି ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଜାମିନ ଆବେଦନ ମଜୁର କଲେ ସିବିଆ
କାଶ୍ମୀର ରିୟାସି
କାଶ୍ମୀର ରିୟାସି ଜିଲ୍ଲାର ଚେନାବ ନଦୀ ଉପରେ ବିଶ୍ଵର ସର୍ବୋଚ୍ଚ ରେଲୱେ ବ୍ରିଜ୍
ଅର୍ଗସ ବ୍ୟୁରୋ: ଅବିଶ୍ବନୀୟ ଇଞ୍ଜିନିୟରିଂ । ଆଧୁନିକ ଭାରତର ଗର୍ବ ଗୌରବ। ଜାମ୍ମୁ କାଶ୍ମୀରରେ ନିର୍ମିତ ବିଶ୍ବର ଆଉ ଏକ ଆଶ୍ଚର୍ଯ୍ୟ । 359 ମିଟର ଉଚ୍ଚରେ ଚେନାବ ନଦୀ ଉପର
ରାଷ୍ଟ୍ରୀୟ ଅଳ୍ପସଂଖ୍ୟକ
ରାଷ୍ଟ୍ରୀୟ ଅଳ୍ପସଂଖ୍ୟକ ଶୈକ୍ଷଣିକ ସଂସ୍ଥାନ ଆୟୋଗର 20ତମ ପ୍ରତିଷ୍ଠା ଦିବସ
ଅର୍ଗସ ବ୍ୟୁରୋ: ଆଜି ଦିଲ୍ଲୀରେ ରାଷ୍ଟ୍ରୀୟ ଅଳ୍ପସଂଖ୍ୟକ ଶୈକ୍ଷଣିକ ସଂସ୍ଥାନ ଆୟୋଗର 20ତମ ପ୍ରତିଷ୍ଠା ଦିବସ ଏବଂ ଅଳ୍ପସଂଖ୍ୟକ ଅଧିକାର ଦିବସ ନେଇ ଆୟୋଜିତ ସମାରୋହକୁ ସମ୍ବୋଧିତ କରିଛନ୍ତ
ଆମ୍ବେଦକର
ସାମ୍ନାକୁ ଆସିଲେ PM, ସୋସିଆଲ୍ ମିଡିଆରେ କଲେ ସିରିଜ୍ ପୋଷ୍ଟ
ଅର୍ଗସ ବ୍ୟୁରୋ: ସମ୍ବିଧାନର ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କ ନାଁ ନେଇ କଂଗ୍ରେସ କେମିତି କରୁଛି ମିଛ ପ୍ରଳାପ ମଙ୍ଗଳବାର ରାଜ୍ୟସଭାରେ ତାର ଖୁଲାସା କରିଥିଲେ କେନ୍ଦ୍ର ଗୃହମନ୍ତ୍ରୀ