ଟେଣ୍ଡର ମାଧ୍ୟମରେ ବିକ୍ରି ହେବ ଅର୍ପଣ ଚାଉଳ
by Argus News
Tue, Oct 01 | 9:28 a.m.

ପୁରୀ: ଆଉ ବ୍ୟବହାର ହେବନାହିଁ ଅର୍ପଣ ଚାଉଳ। ଚାଉଳର ମାନ ସମୟକ୍ରମେ ଖରାପ ହେଉଥିବାରୁ ଏହା ବ୍ୟବହାର ଉପଯୋଗୀ ନୁହେଁ ଓ ଭକ୍ତଙ୍କ ପାଇଁ ମଧ୍ୟ ଉଦ୍ଧିଷ୍ଟ ନୁହେଁ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ। 

ସରକାରଙ୍କ ଅନୁମୋଦନ କ୍ରମେ ବଳକା ହଜାର ହଜାର କ୍ବିଣ୍ଟାଲ୍ ଅର୍ପଣ ଚାଉଳକୁ ଟେଣ୍ଡର ମାଧ୍ୟମରେ ବିକ୍ରି କରାଯିବାକୁ ନିଷ୍ପତ୍ତି ନିଆଯାଇଛି। କିଣିବାକୁ ଆଗ୍ରହୀ ମିଲର୍ ବା ବ୍ୟକ୍ତି ସ୍ପଟ୍ ଭିଜିଟ୍ ମଧ୍ୟ କରିପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି । 

ଅର୍ପଣ ଚାଉଳକୁ ବିକ୍ରି କରି ଟେଣ୍ଡରରୁ ଆଦାୟ ଅର୍ଥ ଶ୍ରୀମନ୍ଦିର ପ୍ରଶାସନକୁ ଦିଆଯିବ । ଅନ୍ୟପଟେ ପ୍ରଶାସନ ନିର୍ଦ୍ଦେଶ ଦେଲେ ପୁଣି ସୁଆରମହାସୁଆର ନିଯୋଗ ତରଫରୁ କାନିକା ପ୍ରସ୍ତୁତ କରାଯାଇ ଭକ୍ତଙ୍କୁ ବଣ୍ଟାଯିବ ବୋଲି ନିଯୋଗର ସଭାପତି କହିଛନ୍ତି।

ଆହୁରି ପଢନ୍ତୁ ଓଡିଶା ଖବର...
 

ଖରିଫ
9m ago
ନଭେମ୍ବରରୁ ରାଜ୍ୟରେ ଆରମ୍ଭ ହେବ ଖରିଫ ଧାନ କିଣା
ଭୁବନେଶ୍ୱର : ଆସନ୍ତା ନଭେମ୍ବରରୁ ରାଜ୍ୟରେ ଆରମ୍ଭ ହେବ ଖରିଫ ଧାନ କିଣା। କ୍ବିଣ୍ଟାଲ୍ ପିଛା 3100 ଟଙ୍କା ଦରରେ ଚାଷୀଙ୍କଠାରୁ ଧାନ କିଣିବେ ରାଜ୍ୟ ସରକାର। ବରଗଡ଼ ସୋହେଲାରୁ ହେବ ଧା
ମଦ ବିକ୍ରି ବନ୍ଦ
19m ago
ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା
ସୁବର୍ଣ୍ଣପୁର: ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା । ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି । ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍
ଦମଦାର ବିଜୟ
36m ago
କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ
ନୂଆଦିଲ୍ଲୀ: କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ। ବାଂଲାଦେଶ ପକ୍ଷରୁ ଦିଆଯାଇଥିବା ୯୫ ରନର ଟାର୍ଗେଟକୁ ଭାରତ ୩ ୱିକେଟ ହରାଇ ହାସଲ କରି ନେଇଛି। ପୂର୍ବରୁ ଭାରତୀୟ ବୋଲରଙ୍କୁ ସାମ୍ନ