ଭଦ୍ରକରେ 163 ଧାରା, ପୋଲିସର ଫ୍ଲାଗ ମାର୍ଚ୍ଚ
by Argus News
Fri, Sep 27 | 6:51 p.m.

ଭଦ୍ରକ: ପୁରୁଣା ବଜାର ଥାନା ଅଞ୍ଚଳରେ  ଜିଲ୍ଲା ପ୍ରଶାସନ ପକ୍ଷରୁ 163 ଧାରା ଅନିର୍ଦ୍ଧିଷ୍ଟ କାଳ ପାଇଁ ଜାରି ହୋଇଛି । ପୋଲିସର ଫ୍ଲାଗ ମାର୍ଚ୍ଚ କରାଯାଉଛି । ଘଟଣାସ୍ଥଳରେ 10 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ପରିସ୍ଥିତିକୁ ଶାନ୍ତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି । 

ସୂଚନାନୁଯାୟୀ, ଭଦ୍ରକ ସନ୍ଥିଆରେ ଆନ୍ଦୋଳନକାରୀଙ୍କ ଆକ୍ରମଣରେ 2 ପୋଲିସ୍‌ ଆହତ ହୋଇଛନ୍ତି । ଏକ ବିବାଦୀୟ ପୋଷ୍ଟକୁ ନେଇ ଅଞ୍ଚଳରେ ବିବାଦ ଉପୁଜିଛି । ମେଳି ଖବର ପାଇ ପୋଲିସ ଯାଉଥିବା ବେଳେ ହୋଇଛି ଆକ୍ରମଣ । ରାସ୍ତାରେ ଟାୟାର ଜାଳି ପୋଲିସକୁ ଅଟକାଇ ଥିଲେ ସମ୍ପୃକ୍ତ ଗୋଷ୍ଠୀ । ତହସିଲଦାରଙ୍କ ଗାଡି କାଚକୁ ବାଡେଇ ଭଙ୍ଗାରୁଜା କରିଥିବା ସୂଚନା । ପୋଲିସ ଉପରକୁ ମଧ୍ୟ ଟେକା ପଥର ଫିଙ୍ଗିଛନ୍ତି ସଂପୃକ୍ତ ଗୋଷ୍ଠୀ । ସ୍ଥିତି ନିୟନ୍ତ୍ରଣ ପାଇଁ 7 ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । 

ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ବିବାଦ

ELECTIONS
5m ago
ପାଖେଇ ଆସୁଛି ହରିୟାଣା ନିର୍ବାଚନ, ସରଗରମ ହେଉଛି ନିର୍ବାଚନ ପ୍ରଚାର
ଅର୍ଗସ ବ୍ୟୁରୋ: ପାଖେଇ ଆସୁଛି ହରିୟାଣା ନିର୍ବାଚନ । ସରଗରମ ହେଉଛି ନିର୍ବାଚନ ପ୍ରଚାର । ଆଜି ହିସାରେ ବିଜେପି ଜନ ସମର୍ଥନ ରାଲିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି । ଗତ 25
ODISHA CONCLAVE
9m ago
ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ
ଅର୍ଗସ ବ୍ୟୁରୋ: ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ। ଲୋଗୋର ନାମ ହେଉଛି ଉତ୍କର୍ଷ ଓଡିଶା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ
GOVERNMENT
14m ago
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ପୂରଣ ହେବ ଖାଲି ପଡ଼ିଥିବା 1500ରୁ ଅଧିକ ଅଧ୍ୟାପକ ପଦବୀ
ଅର୍ଗସ ବ୍ୟୁରୋ: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି...ଖୁବ୍ ଶୀଘ୍ର ପୂରଣ ହେବ ରାଜ୍ୟର ବିଶ୍ବବିଦ୍ୟାଳୟ ଗୁଡ଼ିକରେ ଖାଲି ପଡ଼ିଥିବା 1500ରୁ ଅଧିକ ଅଧ୍ୟାପକ ପଦବୀ...ବିଭିନ୍