ଆଜି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇପାରନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ
by Argus News
Wed, Apr 10 | 10:24 a.m.

ଅର୍ଗସ ବ୍ୟୁରୋ : ଦିଲ୍ଲୀ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇପାରନ୍ତି । ଅରବିନ୍ଦ କେଜ୍ରିଓ୍ବାଲଙ୍କ ଓକିଲ ଆଜି ଏନେଇ ସୁପ୍ରିମକୋର୍ଟରେ ଜରୁରୀ ଶୁଣାଣି ପାଇଁ ଆବେଦନ କରିବେ । 

ଅଧିକ ପଢନ୍ତୁ ଭାରତ ଖବର   

ଗତକାଲି ମଦ ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଥିଲେ । ମାର୍ଚ୍ଚ ୨୧ରେ ଅରିବନ୍ଦ କେଜ୍ରିଓ୍ବାଲଙ୍କୁ ଇଡି ଗିରଫ କରିଥିଲା । ଦିଲ୍ଲୀ ମଦ ନୀତି ମାମଲାରେ ତାଙ୍କୁ ବାରମ୍ବାର ସମନ ହୋଇଥିଲେ ବି ସେ ହାଜର ହୋଇ ନଥିଲେ ।

HELICOPTER CARRYING
31m ago
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍