ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜରିଓ୍ବାଲ
by Argus News
Tue, Sep 17 | 5:13 p.m.

ଅର୍ଗସ ବ୍ୟୁରୋ: ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ଅପରାହ୍ଣରେ ସେ ଦିଲ୍ଲୀର ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କ ବାସଭବନରେ ପହଞ୍ଚି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଉପରାଜ୍ୟପାଳଙ୍କୁ ନିଜର ଇସ୍ତଫାପତ୍ର ଦେବା ସହ ଆପ ନେତ୍ରୀ ଅତିସୀ ମାର୍ଲେନାଙ୍କୁ ବିଧାୟକଙ୍କ ସମର୍ଥନ ସଂପର୍କିତ ପତ୍ର ବି କେଜ୍ରିଓ୍ବାଲ ପ୍ରଦାନ କରିଛନ୍ତି ।

ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ନେତା ଚୟନ କରାଯିବା ସଂପର୍କରେ ସେ ଉପରାଜ୍ୟପାଳଙ୍କୁ ଅବଗତ କରାଇଛନ୍ତି । ଏହାପରେ ଆତିଶୀ ମାର୍ଲେନା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦାବି ଉପସ୍ଥାପନ କରିଛନ୍ତି । 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ