ବ୍ରାଜିଲ ଅଭିନେତ୍ରୀଙ୍କ ପ୍ରେମରେ ଆର୍ୟନ
by Argus News
Thu, Apr 04 | 7:42 p.m.

ଅର୍ଗସ ବ୍ୟୁରୋ:  ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖଙ୍କ ବଡ଼ ପୁଅ ଆର୍ୟନ ଖାନ୍‌। ଆର୍ୟନଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ବ୍ରାଜିଲ୍‌ର ଜଣେ ଅଭିନେତ୍ରୀଙ୍କୁ ସେ ଡେଟ୍‌ କରୁଥିବା ଜଣାପଡିଛି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆର୍ୟନ ଖାନଙ୍କୁ ନେଇ ଚର୍ଚ୍ଚା ଥମିନଥିବାବେଳେ ଏବେ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସବୁଠି ଚର୍ଚ୍ଚା। ଅଭିନେତ୍ରୀଜଣଙ୍କ ହେଲେ ଲାରିସା ବୋନ୍ସି। ତେବେ ଲାରିସା ବୋନ୍ସି ଏକା ସାଙ୍ଗରେ ଜଣେ ମଡେଲ୍ ଏବଂ ଡାନ୍ସର ମଧ୍ୟ । ସେ ଅକ୍ଷୟ କୁମାର ଏବଂ ଜନ୍ ଅବ୍ରହାମଙ୍କ ସହ ପୂର୍ବରୁ କାମ କରିସାରିଛନ୍ତି । ଲାରିସା ଫିଲ୍ମ ଦେଶୀ ବଏଜରୁ ‘ସୁବାହ ହୋନେ ନା ଦେ’ ଜରିଆରେ ବଲିଉଡରୁ ନିଜ କ୍ୟାରିୟର ଆରମ୍ଭ କରିଥିଲେ । ଏହାସହ ସେ ଅନେକ ମ୍ୟୁଜିକ୍ ଭିଡିଓରେ ମଧ୍ୟ କାମ କରିସାରିଛନ୍ତି । ତାଙ୍କ ସହ ଆର୍ୟନଙ୍କର ଭିଡିଓ କ୍ଲିପ୍‌ ଇଣ୍ଟରନେଟ୍‌ରେ ଚର୍ଚ୍ଚାର ବିଷୟ ପାଲଟିଛି।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର:

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ