ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ
by Argus News
Thu, Oct 24 | 11:57 a.m.

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ ।  ବାତ୍ୟା ଦାନାକୁ ନେଇ ହବିଷ୍ୟାଳୀ ରହଣୀ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ଓ ଆସନ୍ତାକାଲି ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ ରହିବ। ପ୍ରବଳ ବର୍ଷା ସମୟରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ନ ଆସିବା ପାଇଁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯିବ। ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ପ୍ରଭାବ ନପଡେ ସେନେଇ ସେବାୟତଙ୍କ ସହ ଆଲୋଚନା କରାଯାଇଥିବା ବେଳେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ହବିଷ୍ୟାଳି ମା ମାନେ ତୀର୍ଥ ପୁଷ୍କରିଣୀ, ମହାପ୍ରଭୁଙ୍କ ଦର୍ଶନ ପାଇଁ ବାରଣ କରାଯାଇଛି  ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବାତ୍ୟା `ଦାନା'କୁ
8m ago
ବାତ୍ୟା `ଦାନା'କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଓଡ଼ିଶା ମୁଁହା ହୋଇଥିବା ବାତ୍ୟା ଦାନା ଲ୍ୟାଣ୍ଡ ଫଲ ପାଇଁ କିଛି ସମୟ ବାକି। ସମ୍ପୃକ୍ତ ଜିଲ୍ଲାରେ ଥିବା ଜିଲ୍ଲପାଳ ଓ ବରିଷ୍ଠ IAS ଙ୍କୁ ଜିଲ୍ଲା କୁ ପଠା ଯାଇଛି। ଆଜି vc ମାଧ୍ୟମ ରେ କଥା ହୋ
CYCLONE
10m ago
ପାରାଦୀପରୁ ୧୮୦ କିମି ଦୂରରେ ବାତ୍ୟା
ଅର୍ଗସ ବ୍ୟୁରୋ: ବାତ୍ୟା ଦାନା ନେଇ ଆସିଲା ବଡ ଅପଡେଟ୍ । ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ବର୍ତ୍ତମାନ ବାତ୍ୟା ପାରାଦ୍ୱୀପ ଠାରୁ କିମି ଦୂରରେ ବାତ୍ୟା
CYCLONE BREAKING
48m ago
Cyclone Breaking : ଏବେ ବାତ୍ୟା କେଉଁଠି ?
ଅର୍ଗସ ବ୍ୟୁରୋ: ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍ ପରେ ସାମାନ୍ୟ ରିକର୍ଭ କରିପାରେ । ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ରିକର୍ଭ କରିପାରେ । ଆଞ୍ଚଳିକ ପାଣିପାଗ ବିଭା