ନିର୍ବାଚନୀ ରାଲିରେ ସାମିଲ ହୋଇ ଆଶା କର୍ମୀ ନିଲମ୍ବିତ
by Argus News
Sat, May 11 | 1:40 p.m.

ଅର୍ଗସ ବ୍ୟୁରୋ:  ନିର୍ବାଚନୀ ରାଲିରେ ସାମିଲ ହୋଇ ଆଶା କର୍ମୀ ନିଲମ୍ବିତ । ବୌଦ୍ଧ ଜିଲ୍ଲାରେ ଏକ ରାଜନୈତିକ ରାଲିରେ ସାମିଲ ହୋଇଥିବାରୁ ପୁଣି ଜଣେ ଆଶା କର୍ମୀଙ୍କୁ ଜିଲ୍ଲାପାଳ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି । ଉସମିଲକା ଗ୍ରାମର ଆଶାକର୍ମୀ ସବିତା ପ୍ରଧାନ ବିଜେଡିର ଏକ ରାଲିରେ ସାମିଲ ହୋଇଥିବା ଫଟୋ ଭାଇରାଲ ହେବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ। ନିଲମ୍ବିତ ସମୟରେ ଜହ୍ନାପଙ୍କ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟ କରିବାକୁ ତାଙ୍କୁ ନିର୍ଦେଶ ଦିଆଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା