ଆସନ୍ତାକାଲି ଯାଏ ଗୃହ ମୁଲତବୀ
by Argus News
Mon, Jul 22 | 1:41 p.m.

ଭୁବନେଶ୍ୱର: ଆସନ୍ତାକାଲି ଯାଏଁ ଗୃହ ମୁଲତବୀ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହ କାଲି ଯାଏଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । 

୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା ହେବ ଏବଂ ଏହା ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୨୪ ତାରିଖରେ ଉପ-ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ୨୫ ତାରିଖ ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟର ନୂଆ ବିଜେପି ସରକାର ବଜେଟ ଉପସ୍ଥାପନ କରିବେ । 

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ: ରାଜ୍ୟପାଳ
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା