ନେପାଲରେ ବର୍ଷା ବିତ୍ପାତ, ୬୨ ମୃତ
by Argus News
Tue, Jul 09 | 9:02 a.m.

ଅର୍ଗସ ବ୍ୟୁରୋ:  ନେପାଲରେ ବର୍ଷା ବିତ୍ପାତ। ଗତ କିଛି ଦିନ ଧରି ବର୍ଷା ଜାରି ରହିଥିବାରୁ ନେପାଳରେ ଲୋକଙ୍କର  ମୃତ୍ୟୁ ସଂଖ୍ୟା ବଢିଛି।  ପ୍ରବଳ ବର୍ଷା କାରଣରୁ ବନ୍ୟା, ଭୂସ୍ଖଳନ ଏବଂ ବଜ୍ରପାତ ବିପର୍ଯ୍ୟୟରେ 62 ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। ସୂଚନାନୁସାରେ, ୩ ଦିନ ଧରି  ବର୍ଷା ଜାରୀ ରହିଥିବାରୁ ନେପାଳର ବିଭିନ୍ଣ ଅଂଚଳରେ ଘର ଦ୍ବାର ବନ୍ୟା ଜଳରେ ଧୋଇ ହୋଇ ଜାଇଛି। ଏଥିସହ ବନ୍ୟା ଯୋଗୁଁ  ଅନେକ ନିଖୋଜ ଅଛନ୍ତି। ସେହିଭଳି ଭୂସ୍ଖଳନ ଯୋଗୁଁ 34 ଜଣ ପ୍ରାଣ ହରାଇଛନ୍ତି।

ଅଧିକ ପଢ଼ନ୍ତୁ ବିଦେଶ ଖବର:

ଉଚ୍ଚ ଜୁଆର
5m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
8m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ